କୋରେଇ ଟ୍ରେନ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ସୋମବାର ଯାଜପୁର କୋରେଇ ଷ୍ଟେଶନରେ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରତ୍ୟକ୍ଷଦର୍ଶୀ କହୁଥିବା ବେଳେ ପୂର୍ବତଟ ରେଳ ବିଭାଗ ପକ୍ଷରୁ ୨ ଜଣଙ୍କ ମୃତ୍ୟୁ ଘଟିଛି ବୋଲି କୁହାଯାଇଛି। ଅନେକ ଆହତ ହୋଇଛନ୍ତି। ତେବେ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଯାଜପୁର କୋରେଇରେ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ ହେବା ଖବର ଅତ୍ୟନ୍ତ ଦୁଃଖଦାୟକ। ଏଥିରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ: ୧ ହଜାର କି.ଗ୍ରା. ପର୍ଯ୍ୟନ୍ତ ବହନ କରିବ ଯୁଦ୍ଧାସ୍ତ୍ର

ବାଲେଶ୍ୱର,୭ା୧୨(ମାନସ ବିଶ୍ୱାଳ): ଭଦ୍ରକ ଜିଲା ଧାମରାସ୍ଥିତ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଗୁରୁବାର ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ ହୋଇଛି।...

ବରଯାତ୍ରୀଙ୍କୁ ପେଟ୍ରୋଲ ବଣ୍ଟା ଯାଉଥିଲା ବେଳେ ଲାଗିଲା ନିଆଁ : ୫ ବର୍ଷର ଶିଶୁ ଜୀବନ୍ତ ଦଗ୍ଧ

ଭୁବନେଶ୍ୱର,୭।୧୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ନିଆଁ ଲାଗି ୫ ବର୍ଷର...

ଖେଳ ଦେଖି ଘରକୁ ଫେରୁଥିଲେ ସେନା କର୍ମଚାରୀ, ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଜୀବନ

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଖେଳ ଦେଖି ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜୀବନ ହାରିଛନ୍ତି ଜଣେ ଭାରତୀୟ ସେନା କର୍ମଚାରୀ ।...

ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା

ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍‌ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ।...

ଅମଳ ବେଳେ ଭିଜିଲା ଧାନ ଫସଲ

ଲାଠୋର/ଖପ୍ରାଖୋଲ, ୭ା୧୨(ଭୁବନେଶ୍ୱର ବାରିକ/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। କ୍ଷେତରେ ଅମଳ...

ପୁନରୁଦ୍ଧାର ଅପେକ୍ଷାରେ ଗୌରଚରଣଙ୍କ ସ୍ମୃତିପୀଠ

ବେଗୁନିଆ,୭।୧୨(ହର ପ୍ରସନ୍ନ ପଣ୍ଡା)କବି ଦ୍ୱିଜ ଗୌରଚରଣ ଅଧିକାରୀ ଜନସାଧାରଣଙ୍କ ମାନସ ପଟରେ ଉଭେଇ ଯିବାକୁ ବସିଛନ୍ତି। ଏପରିକି ତାଙ୍କର ସ୍ମୃତି ପୀଠ ମଧ୍ୟ ମାଟିରେ ଲୀନ...

ଚାଲିଲାନି ଗ୍ୟାସ୍‌ଚୁଲା, ମଶାଣିରୁ ଫେରିଲା ମୃତଦେହ

ଭୁବନେଶ୍ୱର, ୭।୧୨ (ବନ୍ଦନା ସେଠୀ)ଚାଲିଲାନି ଗ୍ୟାସ୍‌ ଚୁଲା ମେଶିନ। ଫଳରେ ମଶାଣିରୁ ଫେରିଲା ମୃତଦେହ। ମଙ୍ଗଳବାର ବିଏମ୍‌ସି ଅଧୀନ ପଟିଆସ୍ଥିତ ଜଳିମୁଣ୍ଡା ସାହି ଶ୍ମଶାନରେ ଏଭଳି...

ଦୂରଦୃଷ୍ଟି ଅଭାବରୁ ଦୁର୍ଦ୍ଦଶା

ଭୁବନେଶ୍ୱର,୭ା୧୨(ଅନିଲ ଦାସ)ରାଜ୍ୟର ମୁଖଶାଳା କୁହାଯାଉଥିବା ରାଜଧାନୀ ଭୁବନେଶ୍ୱର ମହାନଗରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଗଲାଣି। ଗତ କିଛି ମାସ ହେବ ସୈନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri