Advertisement

କୋରେଇ ଟ୍ରେନ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ସୋମବାର ଯାଜପୁର କୋରେଇ ଷ୍ଟେଶନରେ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରତ୍ୟକ୍ଷଦର୍ଶୀ କହୁଥିବା ବେଳେ ପୂର୍ବତଟ ରେଳ ବିଭାଗ ପକ୍ଷରୁ ୨ ଜଣଙ୍କ ମୃତ୍ୟୁ ଘଟିଛି ବୋଲି କୁହାଯାଇଛି। ଅନେକ ଆହତ ହୋଇଛନ୍ତି। ତେବେ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଯାଜପୁର କୋରେଇରେ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ ହେବା ଖବର ଅତ୍ୟନ୍ତ ଦୁଃଖଦାୟକ। ଏଥିରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ରୋଗୀ ପାଇବେ ମାଗଣା ଔଷଧ

କଟକ ଅଫିସ,୨୨ା୧:ଏଣିକି ରାତି ଅଧରେ ଏସ୍‌ସିବି ମେଡିକାଲକୁ ଆସୁଥିବା ରୋଗୀଙ୍କୁ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦିଆଯିବ। ରୋଗୀଙ୍କୁ ୨୪ ଘଣ୍ଟିଆ ସହାୟତା ଯୋଗାଇବା...

୭୫% ଉପସ୍ଥାନ ନ ଥିଲେ ପରୀକ୍ଷା ମନା

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ): ଏଣିକି ୭୫ ପ୍ରତିଶତ ଉପସ୍ଥାନ ନ ଥିଲେ ପରୀକ୍ଷା ଦେଇପାରିବେନି କଲେଜ ଛାତ୍ରୀଛାତ୍ର। ରାଜ୍ୟର ସମସ୍ତ କଲେଜରେ ୭୫ ପ୍ରତିଶତ ଉପସ୍ଥାନ...

୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୩।୬(ବ୍ୟୁରୋ): ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ନୂଆପଡ଼ା,...

ବିଡିଓଙ୍କର ରହିଛି ୨୪ଟି ପ୍ଲଟ, ଘରୁ ମିଳିଲା ୧ କେଜିରୁ ଅଧିକ ସୁନା

ବାଲେଶ୍ୱର ଅଫିସ/ଭୁବନେଶ୍ୱର୧୮।୬(ବ୍ୟୁରୋ): ଜଳେଶ୍ୱର ବିଡିଓ ଅଶ୍ୱିନୀ କୁମାର ଦାସଙ୍କ ଘରେ ଶନିବାର ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଥିଲେ। ତେବେ ଚଢ଼ାଉ ସମୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ...

ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ସୋମବାର ପୂର୍ବାହ୍ନ ୧୧ଟା ୩୦ରେ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି...

ପରପାରିରେ ପଦ୍ମଶ୍ରୀ ନନ୍ଦ ସାର୍‌

ଭୁବନେଶ୍ୱର,୭।୧୨(ବ୍ୟୁରୋ): ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କର ମଙ୍ଗଳବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ହୋଇଥିଲା। କୋଭିଡ୍‌ରେ ଆକ୍ରାନ୍ତ ହୋଇ ନନ୍ଦ ସାର୍‌...

‘ମୋ ବସ୍‌’ର ସାହାରା ନେଲା ବିଏମ୍‌ସି: ରାଜଧାନୀର ସିଲ୍‌ ଅଞ୍ଚଳରେ ଯୋଗାଇବ ଅତ୍ୟାବଶ୍ୟକ ସାମଗ୍ରୀ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜଧାନୀର ସିଲ୍‌ ହୋଇଥିବା ଅଞ୍ଚଳରେ ବିଏମ୍‌ସି ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ବଣ୍ଟନ କରାଯାଉଛି। ଶନିବାରଠାରୁ ମୋ ବସ୍‌ରେ ଏହି ସାମଗ୍ରୀ ଅଣାଯିବା ନେଇ ସ୍ଥିର...

ରତ୍ନଭଣ୍ଡାର ଖୋଲିବାକୁ ତେଜୁଛି ଦାବି

ପୁରୀ ଅଫିସ,୮।୭: ଶ୍ରୀମନ୍ଦିରର ରତ୍ନଭଣ୍ଡାର ସୁରକ୍ଷାକୁ ନେଇ ମହାରାଜା ଗଜପତି ଦିବ୍ୟସିଂହ ଦେବ ପ୍ରଶ୍ନ ଉଠାଇବା ପରେ ବିଭିନ୍ନ ମହଲରେ ଏହାକୁ ନେଇ କ୍ଷୋଭ ବଢ଼ିଛି।...

Advertisement
Archives

Model This Week