Posted inରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୩।୨(ବ୍ୟୁରୋ): ଗଞ୍ଜାମ ଜିଲା ମୋହନା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଡା. ଉଦୟ ନାରାୟଣ ସିଂହଦେଓଙ୍କ ପରଲୋକ ହୋଇଛି। ତାଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ବିଧାୟକ ଉଦୟ ନାରାୟଣ ଦେବଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କର ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ପ୍ରକାଶ ଯେ, ଉଦୟ ନାରାୟଣ ସାନଖେମୁଣ୍ଡିର ରାଜାସାହେବ ଥିଲେ। ବୁଧବାର ରାତିରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ସେ ନିର୍ବାଚନମଣ୍ଡଳୀରୁ ଥରୁଟିଏ ବିଧାୟକ ହୋଇଥିଲେ। ପକ୍ଷୀ ବିଷାରଦ ଭାବେ ସେ ସମଗ୍ର ବିଶ୍ୱରେ ସୁନାମ ଅର୍ଜନ କରିଛନ୍ତି। ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri