ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ଛାଡି ଯାଇଥିବା ଛାପ ସର୍ବଦା ସ୍ମରଣୀୟ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଓଡ଼ିଶାର ପ୍ରସିଦ୍ଧ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ସୋମବାର ପରଲୋକ ଘଟିଛି। ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍‌ ଯୋଗେ ସେ କହିଛନ୍ତି, ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସ୍ବତନ୍ତ୍ର ସଂଗୀତ ସଂଯୋଜନା ଶୈଳୀ ମାଧ୍ୟମରେ ଭଜନ ଓ ଚଳଚ୍ଚିତ୍ର ଜଗତରେ ସେ ଛାଡି ଯାଇଥିବା ଛାପ ସର୍ବଦା ସ୍ମରଣୀୟ ସେ କହିଛନ୍ତି। ଏହା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରିଛନ୍ତି।
ସୂଚନାଯୋଗ୍ୟ, ଗତ କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ସୋମବାର ସକାଳେ ତାଙ୍କର ପରଲୋକ ଘଟିଛି। ତାଙ୍କ ବିୟୋଗରେ ଓଡ଼ିଶା ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟରେ ଚାର୍ଜସିଟ୍‌ ଦାଖଲ

କଟକ ଅଫିସ,୧୦ା୨:ବହୁ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଜାମିନ ଆବେଦନ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଛି। ଆବେଦନକାରୀଙ୍କ ବିରୋଧରେ ଚାର୍ଜସିଟ ଦାଖଲ ହୋଇଥିବା ଶୁଣାଣିବେଳେ...

ଛାତ୍ରୀଙ୍କୁ ଅସଦାଚରଣ କରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

ବଲାଙ୍ଗୀର ଅଫିସ୍‌/ଦେଓଗଁା,୨୬ା୮(ଡି.ଏନ୍‌.ଏ.): ସ୍କୁଲରେ ପ୍ରଧାନଶିକ୍ଷକ ୫ଜଣ ଛାତ୍ରୀଙ୍କୁ ଦୀର୍ଘଦିନ ଧରି ଅସଦାଚରଣ କରିଆସୁଥିଲେ। ବଲାଙ୍ଗୀର ଜିଲା ଦେଓଗଁା ଥାନା ମୁରସିଂହ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି...

‘ମିସ୍‌ ପ୍ଲସ୍‌ ସାଇଜ୍‌ ଇଣ୍ଡିଆ’ ଫାଇନାଲରେ ଓଡ଼ିଆ ଝିଅ ପାୟଲ

ଭୁବନେଶ୍ୱର,୨୫।୬: ଦୃଢ଼ ଇଚ୍ଛାଶକ୍ତି ଆଗରେ ସବୁକିଛି ହାର୍‌ ମାନେ। ମନରେ କିଛି କରିବାର ଆକାଂକ୍ଷା ଥିଲେ ମଣିଷ କେଉଁଠି ବି ପହଞ୍ଚିପାରେ। ଏହାକୁ ପ୍ରମାଣ କରିଛନ୍ତି...

୩ଦିନ ଅସମ୍ଭାଳ ତାତି: ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ପାରଦ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ଏବେଠୁ ଅସମ୍ଭାଳ ହେଲାଣି ତାତି। ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଟାଇଁ ଟାଇଁ ଖରା ହେଉଥିବାବେଳେ ୧୧ଟାରୁ ୪ଟା ତତଲା ପବନ...

ଆଇପିଏସ୍‌ ଅରୁଣ କୁମାର ରାୟଙ୍କୁ ଅଗ୍ନିଶମର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ବର:୧।୧୨(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅରୁଣ କୁମାର ରାୟଙ୍କୁ ଅଗ୍ନିଶମ ସେବା ବାହିନୀ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଅଗ୍ନିଶମ ସେବା ଡିଜି ଏମ. ଅକ୍ଷୟ...

୧୫ ବର୍ଷ ପରେ ମା’ଙ୍କୁ ଖୋଜିଲେ ମମତା

ପୁରୀ ଅଫିସ, ୬ା୧: ‘ସେ କୁଷ୍ଠ ରୋଗରେ ଆକ୍ରାନ୍ତ ହୋଇଥିବା ଜାଣିବା ପରେ ଏକ ନିଷ୍ଠୁର ନିଷ୍ପତ୍ତି ନେଇଥିଲେ ଓ ମୋତେ ଯିବାକୁ ଦେଇଥିଲେ। ସେ...

ଆଜିଠାରୁ ବଢ଼ିବ ପାହାଳ ମିଠା ଦର

ବାଲିଅନ୍ତା,୧୧।୧୦(ଡି.ଏନ୍‌.ଏ): ଓମଫେଡ କ୍ଷୀର ଲିଟର ପିଛା ୪ଟଙ୍କା ବୃଦ୍ଧି ପରେ ଛେନାଦର କିଲୋ ପିଛା ୧୫ଟଙ୍କା ବୃଦ୍ଧି ପାଇଛି। ଫଳରେ ପାହାଳ ମିଠା ଦର ନିର୍ଦ୍ଧାରଣ...

ପୋଖରୀରେ ବୁଡ଼ି ୨ ଛାତ୍ରଙ୍କ ଜୀବନ ଗଲା

ଧାମନଗର,୮ା୪(ସ୍ବ.ପ୍ର./ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଏନ୍‌ଏସି ଅଧୀନ ଚିଲପଦୀ ଗ୍ରାମ ନିକଟସ୍ଥ ଏକ ପୋଖରୀରେ ବୁଡ଼ି ଶନିବାର ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ...

Advertisement
Archives

Model This Week