କଣ୍ଠଶିଳ୍ପୀ ମୁରଲୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୩।୯(ବ୍ୟୁରୋ): ଷ୍ଟେଜ୍‌ରେ ଗୀତ ଗାଉଥିବା ବେଳେ କୋରାପୁଟ ଜିଲା ଜୟପୁରର ଜଣାଶୁଣା କଣ୍ଠଶିଳ୍ପୀ ମୁରଲୀ ମହାପାତ୍ରଙ୍କ ପରଲୋକ ହୋଇଛି। ହୃଦଘାତରେ ସେ ପ୍ରାଣ ହରାଇଥିବା ସ୍ପଷ୍ଟ ହୋଇଛି ।
ଅନ୍ୟପକ୍ଷେ ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକପ୍ରକାଶ କରିଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଲୋକପ୍ରିୟ କଣ୍ଠଶିଳ୍ପୀ ମୁରଲୀ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ସୁମଧୁର କଣ୍ଠରେ ସେ ଗାଇଥିବା ସଂଗୀତ ଶ୍ରୋତାଙ୍କ ହୃଦୟରେ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?