ଶାନ୍ତନୁ ମହାପାତ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ବିଶିଷ୍ଟ ଓ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଶୋକ ପ୍ରକାଶ କରିଛନ୍ତିି।
ସେ ଟୁଇଟ୍‌ ଯୋଗେ ଲେଖିଛନ୍ତି, ‘ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ସ୍ବତନ୍ତ୍ର ସଙ୍ଗୀତ ସଂଯୋଜନା ଶୈଳୀ ମାଧ୍ୟମରେ ଚିଲିକା ତୀରେ, ଅଗ୍ନିପରୀକ୍ଷା ଓ ମେଘମୁକ୍ତି ଆଦି ଚଳଚ୍ଚିତ୍ରରେ ସେ ଛାଡି ଯାଇଥିବା ଛାପ ସର୍ବଦା ସ୍ମରଣୀୟ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି’, ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ବସ୍‌କୁ ପିଟିଲା ଟ୍ରକ୍‌: ୨୨ ଆହତ

ବାଙ୍ଗିରିପୋଷି,୩।୯: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଦ୍ୱାରଶୁଣୀ ଘାଟିରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ବାରିପଦାରୁ କେନ୍ଦୁଝର ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌...

କେରେଣ୍ଡାଟାଙ୍ଗୀ ବାଳକୃଷ୍ଣ ବିଦ୍ୟାପୀଠ: ୧୦ ଶ୍ରେଣୀ ପାଇଁ ଅଛନ୍ତି ୬ ଶିକ୍ଷକ

ରଣପୁର,୧୯।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କେରେଣ୍ଡାଟାଙ୍ଗୀ ବାଳକୃଷ୍ଣ ବିଦ୍ୟାପୀଠରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଏଠାରେ ୫୦୦ ଛାତ୍ରୀଛାତ୍ର...

ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌କୁ ନେଇ ପ୍ରଶ୍ନୋତ୍ତର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଏକ ପ୍ରାକୃତିକ ମନୋରମ ଫଟୋକୁ ଟୁଇଟ୍‌ କରିଥିଲେ। ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ସେ ଅନେକ ସ୍ଥାନ ଭ୍ରମଣ...

ଅନୁଗୋଳ ଏସ୍‌ଡିପିଓଙ୍କ ନାଁରେ ମାମଲା

ଭୁବନେଶ୍ୱର,୮।୫(ବ୍ୟୁରୋ): ପାରିବାରିକ ବିବାଦରେ ଛନ୍ଦି ହୋଇପଡିଥିବା ଅନୁଗୋଳ ଏସ୍‌ଡିପିଓ ଅଶ୍ୱିନୀ କୁମାର ସାହୁଙ୍କ ନାଁରେ ଆଉଏକ ଗୁରୁତର ଅଭିଯୋଗ ହୋଇଛି। ସ୍ବାମୀ ଅଶ୍ୱିନୀ ତାଙ୍କୁ ଯୌତୁକ...

ସଂସ୍କୃତି ବିଭାଗକୁ ଅଣଦେଖା

ଢେଙ୍କାନାଳ ଅଫିସ,୧୩ା୪ ଐତିହ୍ୟ, କଳା, ସ୍ଥାପତ୍ୟ, ସଂସ୍କୃତି ପାଇଁ ଢେଙ୍କାନାଳ ଜିଲା ରାଜ୍ୟ ଓ ଜାତୀୟସ୍ତରରେ ବେଶ୍‌ ପରିଚିତ। କିନ୍ତୁ ଗତ ୬ବର୍ଷ ହେଲା ଜିଲା...

ଗରମରେ ସିଝୁଛି ଓଡ଼ିଶା: ୧୫ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୨।୬(ବ୍ୟୁରୋ)-ସମଗ୍ର ରାଜ୍ୟ ଗରମ ଓ ଗୁଳୁଗୁଳିରେ ସିଝୁଛି। ସତେ ଯେପରି ଆକାଶରୁ ଅଗ୍ନି ବର୍ଷୁଛି। ପ୍ରଚଣ୍ଡ ଗ୍ରୀଷ୍ମ ପରିବେଶକୁ ଉତ୍ତପ୍ତ କରି ଦେଇଛି। ମଣିଷଠାରୁ ଆରମ୍ଭ...

ସେବା ଯୋଗାଇବ ସିଟି ଆପ୍‌ ‘ଭୁବନେଶ୍ୱର ଡଟ୍‌ ମି’: ମିଳିବ ପାର୍କଠାରୁ ଐତିହ୍ୟସ୍ଥଳ ଯାଏ ତଥ୍ୟ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଆସୁଥିବା ପର୍ଯ୍ୟଟକ କିମ୍ବା ସହରରେ ରହୁଥିବା ବାସିନ୍ଦାଙ୍କୁ ଆଉ ପାର୍କ କିମ୍ବା ଐତିହ୍ୟସ୍ଥଳ ଖୋଜିବାକୁ ପଡ଼ିବନି। ସହରର ଯେକୌଣସି ସ୍ଥାନ ବିଷୟରେ...

ଛେଳି ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ: ୧ ଲକ୍ଷ ଟଙ୍କା ଲୁଟିନେଲେ ରାଜପଥ ଲୁଟେରା

ଛେଣ୍ଡିପଦା,୨୭।୬(ଡି.ଏନ୍‌.ଏ.)- ଅନୁଗୋଳ-ସମ୍ବଲପୁର ୫୫ ନଂ ଜାତୀୟ ରାଜପଥର ଜରପଡ଼ା ଥାନା ଅନ୍ତର୍ଗତ ସାଆନ୍ତରାପୁର ଗ୍ରାମ ନିକଟରେ ଗୁରୁବାର ସକାଳେ ଜଣେ ଛେଳି ବ୍ୟବସାୟୀ ଲୁଟର ଶିକାର...

Advertisement


Archives

Model This Week