ଶାନ୍ତନୁ ମହାପାତ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ବିଶିଷ୍ଟ ଓ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଶୋକ ପ୍ରକାଶ କରିଛନ୍ତିି।
ସେ ଟୁଇଟ୍‌ ଯୋଗେ ଲେଖିଛନ୍ତି, ‘ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ସ୍ବତନ୍ତ୍ର ସଙ୍ଗୀତ ସଂଯୋଜନା ଶୈଳୀ ମାଧ୍ୟମରେ ଚିଲିକା ତୀରେ, ଅଗ୍ନିପରୀକ୍ଷା ଓ ମେଘମୁକ୍ତି ଆଦି ଚଳଚ୍ଚିତ୍ରରେ ସେ ଛାଡି ଯାଇଥିବା ଛାପ ସର୍ବଦା ସ୍ମରଣୀୟ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି’, ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବଡଦାଣ୍ଡରେ ଆକର୍ଷଣ ସାଜିଲେ ବିଭିନ୍ନ ବେଶଧାରୀ

ପୁରୀ ଅଫିସ, ୧୨ା୭: ବାହୁଡା ଯାତ୍ରାରେ କାଳିଆ ସାଆନ୍ତ ଭାଇଭଉଣୀଙ୍କୁ ସାଙ୍ଗରେ ଘେନି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ପବିତ୍ର ଯାତ୍ରା ଲାଗି ଲୋକାରଣ୍ୟ ହୋଇଉଠିଥିଲା...

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ୬ ଜଣ ଏ ଓ୍ବାନ୍‌ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ

ଚଣ୍ଡିଖୋଲ,୨୧ା୫(ଡି.ଏନ.ଏ.)- ମାଟ୍ରିକ ପରୀକ୍ଷା ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ବଡ଼ଚଣା ବ୍ଲକ ଅଞ୍ଚଳରୁ ୬ ଜଣ ୯୦ ପ୍ରତିଶତରୁ ଅଧିକ ମାର୍କ ରଖି ଏ ଓ୍ବାନ୍‌...

ପୋଲିସ ପକ୍ଷରୁ ରଥଯାତ୍ରା ପ୍ରସ୍ତୁତି : ବରିଷ୍ଠ ଅଧିକାରୀଙ୍କୁ ବିଭାଗ ବଣ୍ଟନ

କଟକ ଅଫିସ, ୫।୬: ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ଆସନ୍ତା ଜୁଲାଇ ୪ ତାରିଖରେ ଆରମ୍ଭ ହେବ। ରଥଯାତ୍ରା ପୂର୍ବରୁ ଆସନ୍ତା ୧୭ ତାରିଖରେ ଦେବସ୍ନାନ...

୧୬ ସୁଦ୍ଧା ପଞ୍ଜୀକରଣ ନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ଜୀବେ ନିଷ୍ଠୁରତା ନିରୋଧ(କୁକୁର ପ୍ରଜନନ ଏବଂ ବିପଣନ) ଅଧିନିୟମ ୨୦୧୭ ଏବଂ ଜୀବେ ନିଷ୍ଠୁରତା ନିରୋଧ(ପୋଷା ଜୀବଜନ୍ତୁ ଦୋକାନ)...

ରଥଯାତ୍ରାରେ ସେବା କାର୍ଯ୍ୟ: ପୁରୀରେ ପହଞ୍ଚିଲା ଜୀବନଜ୍ୟୋତି ସଙ୍ଗଠନ

ତିହିଡି,୩।୭(ଡି.ଏନ୍‌.ଏ.): ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସେବାକାର୍ଯ୍ୟ ପାଇଁ ଜୀବନଜ୍ୟୋତି ସଙ୍ଗଠନର କର୍ମକର୍ତ୍ତାମାନେ ବୁଧବାର ସକାଳେ ପୁରୀରେ ପହଞ୍ଚିଛନ୍ତି। ଭଦ୍ରକ ଜିଲା ତିହିଡି ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅଧୀନ...

ଭୁବନେଶ୍ୱରରୁ ଜଗଦଲପୁର, ଜୁନାଗଡ଼କୁ ଚାଲିବ ପୃଥକ୍‌ ଟ୍ରେନ୍‌

ଭୁବନେଶ୍ୱର,୨୦।୮(ବ୍ୟୁରୋ):ଆଗକୁ ଭୁବନେଶ୍ୱରରୁ ଜୁନାଗଡ ଏବଂ ଭୁବନେଶ୍ୱରରୁ ଜଗଦଲପୁରକୁ ୨ଟି ପୃଥକ ଟ୍ରେନ୍‌ ଚଳାଚଳ କରିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଳମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ କରିଥିବା...

ଏସ୍‌ସିବି ପୁନର୍ବିନ୍ୟାସ: କ୍ଷତିଗ୍ରସ୍ତଙ୍କ ଥଇଥାନ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧(ବ୍ୟୁରୋ): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ(ଏସ୍‌ସିବି) ପୁନର୍ବିନ୍ୟାସ କାର୍ଯ୍ୟକ୍ରମରେ କ୍ଷତିଗ୍ରସ୍ତଙ୍କ ପାଇଁ ଥଇଥାନ ଏବଂ ସହାୟତା ପ୍ୟାକେଜକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ...

୪ ଦିନ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ: ପ୍ରଭାବରେ ୧୮ ପର୍ଯ୍ୟନ୍ତ କାଳବୈଶାଖୀ, ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚତ୍ବାରେ ଯେତିକି ବିଳମ୍ବ ହେଉଛି ଉତ୍କଣ୍ଠା ସେତିକି ବଢ଼ିବାରେ ଲାଗିଛି। ହେଲେ ଏହାପୂର୍ବରୁ ତାତି ଓ...

Advertisement
Archives

Model This Week