କବି ପ୍ରମୋଦ କୁମାର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨।୨(ବ୍ୟୁରୋ): କବି ପ୍ରମୋଦ କୁମାର ମହାନ୍ତିଙ୍କ ବୁଧବାର ପରଲୋକ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ କବି ପ୍ରମୋଦ କୁମାର ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ସୂଚନାଯୋଗ୍ୟ, ପ୍ରମୋଦ ୧୯୬୭ଠାରୁ ତାଙ୍କର କାବ୍ୟଯାତ୍ରା ଆରମ୍ଭ କରିଥିଲେ । କିନ୍ତୁ ୧୯୮୨ରେ ‘ଦେବୀପାଦ’ ହିଁ ତାଙ୍କୁ କବି ଭାବରେ ପ୍ରତିଷ୍ଠା କରିଥିଲା । ସେ ଦୀର୍ଘ ଚାରି ଦଶନ୍ଧି ହେବ ଜଣେ ପ୍ରତିଷ୍ଠିତ କବି ଭାବେ ଜଣାଶୁଣା ଥିଲେ। ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମଧ୍ୟ ପାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri