ରାସନକାର୍ଡଧାରୀଙ୍କ ପାଇଁ ବଡ ଘୋଷଣା

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାସନକାର୍ଡଧାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା କରିଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତ୍ୟେକ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ କୋଭିଡ ସହାୟତା ମିଳିବ । ଏଥିପାଇଁ ରାଜ୍ୟ ସରକାର ୩୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ରାଜ୍ୟର ୩ କୋଟି ୫୦ ଲକ୍ଷ ହିତାଧିକାରୀ ଉପକୃତ ହେବେ। କୋଭିଡ ସହାୟତା ନେଇ ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି । ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଦେବାକୁ ଯୋଗାଣ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।  ଏକ ସପ୍ତାହ ମଧ୍ୟରେ ସହାୟତା ରାଶି ଯୋଗାଇବାକୁ ନିର୍ଦ୍ଦେଶ ହୋଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri