ରାଜ୍ୟବାସୀଙ୍କୁ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆଜି ସାରା ଦେଶରେ ୭୪ତମ ସାଧାରଣତନ୍ତ୍ର ଦିବସ ଧୂମଧାମରେ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ ଯୋଗେ କହିଛନ୍ତି, ୭୪ତମ ସାଧାରଣତନ୍ତ୍ର ଦିବସର ହାର୍ଦ୍ଦିକ ଶୁଭେଚ୍ଛା। ଏହି ଶୁଭ ଦିନରେ, ଆସନ୍ତୁ ଦେଶ ପାଇଁ ସ୍ବାଧୀନତା ସଂଗ୍ରାମୀଙ୍କ ନିଃସ୍ବାର୍ଥପର ବଳିଦାନକୁ ମନେ ପକାଇବା ଏବଂ ସମ୍ବିଧାନରେ ଦର୍ଶାଯାଇଥିବା ଆଦର୍ଶକୁ ପାଳନ କରିବାକୁ ପ୍ରତିଜ୍ଞା କରିବା।

ଆଜି ମଧ୍ୟ ସାରା ରାଜ୍ୟରେ ବସନ୍ତ ପଞ୍ଚମୀ ତଥା ସରସ୍ବତୀ ପୂଜା ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ଶୁଭେଚ୍ଛ ଜଣାଇ କହିଛନ୍ତି, ପବିତ୍ର ବସନ୍ତ ପଞ୍ଚମୀ ତଥା ମା’ ସରସତୀଙ୍କ ପୂଜା ଅବସରରେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ବିଦ୍ୟା ପ୍ରଦାୟିନୀ ମା’ ସରସତୀଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ଜ୍ଞାନର ଭଣ୍ଡାରରେ ପରିପୂର୍ଣ୍ଣ ହେବା ସହ ସୁଖ ଓ ଆନନ୍ଦମୟ ହେଉ।


Enter your email to get our daily news in your inbox.

All Right Reserved By Dharitri.Com

ସରାଇ ଆପ୍‌ ସୁରକ୍ଷିତ

ସରାଇ ଆପ୍‌ ହ୍ୟାକ୍‌ ହୋଇପାରିବ ନାହିଁ କି ? ଯଦି ଏହି ଆପ୍‌ ଦ୍ୱାରା କୌଣସି ନିରୀହ ଯାତ୍ରୀ କିମ୍ବା ବ୍ୟବସାୟୀ ପ୍ରତିନିଧିଙ୍କ ତଥ୍ୟ ଲିକ୍‌...

ସପ୍ତମ ବେତନ ମୋଡାଲିଟି ସଂଶୋଧନ କାର୍ଯ୍ୟକାରୀ କରିବାକୁ ଦାବି

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ନୂତନ ଅନୁଦାନପ୍ରାପ୍ତ ସ୍କୁଲ କଲେଜକୁ ସପ୍ତମ ବେତନ ପ୍ରଦାନ ପାଇଁ କ୍ୟାବିନେଟ୍‌ ମଞ୍ଜୁର କରି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଓଡ଼ିଶା ସ୍କୁଲ ଓ...

ଧାନରେ ମାଟିଆ ଗୁଣ୍ଡି ପୋକ: ଚିନ୍ତାରେ ଚାଷୀ

ନରାଜ, ୭ା୧୧(ଡି.ଏନ୍‌.ଏ.)- କଟକ-ବାଙ୍କୀ ମୁଖ୍ୟରାସ୍ତାକୁ ଲାଗିରହିଛି ବାଆଁ ରା ଅଞ୍ଚଳର ‘ବାଟି ସୋଅରା’ ଚାଷ ଜମି ଅଞ୍ଚଳ। ଏଠାରେ ବାଆଁ ରା ଓ କୁଅମଡା ଗ୍ରାମର...

ନିରଞ୍ଜନଙ୍କ ଇସ୍ତଫା ନେଇ ସୁରଙ୍କ ପ୍ରତିକ୍ରିୟା: କହିଲେ ଇସ୍ତଫା ସମାଧାନ ନୁହେଁ, ସେ ନ ରହିଲେ ଦଳର ଅବସ୍ଥା ଶୋଚନୀୟ ହେବ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପିସିସି ସଭାପତି ପଦରୁ ଶୁକ୍ରବାର ନିରଞ୍ଜନ ପଟ୍ଟନାୟକ ଇସ୍ତଫା ଦେବା ପରେ କଂଗ୍ରେସ ଶିବିରରେ ହଟଚମଟ ସୃଷ୍ଟି ହୋଇଛି। ଏ ନେଇ ପ୍ରତିକ୍ରିୟା ରଖି...

ଆନ୍ଧ୍ରକୁ ଇଞ୍ଚେ ଜମି ଛଡ଼ାଯିବନି: ମନ୍ତ୍ରୀ

ପଟ୍ଟାଙ୍ଗୀ, ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ପୂର୍ବରୁ କୋଟିଆ ଅଞ୍ଚଳକୁ ନିଜର ବୋଲି ଦାବି କରୁଥିବା ଆନ୍ଧ୍ର ଏବେ ପୁଣି ପଟାଙ୍ଗୀର ସମ୍ବାଇ ପଞ୍ଚାୟତକୁ ନିଜ ଅକ୍ତିଆରକୁ ନେବା...

ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ଅଟୋରିକ୍ସା, ହ୍ବିଲ୍‌ଚେୟାର

ଭଦ୍ରକ ଅଫିସ, ୨୦ା୧୦: ଧାମନଗର ଉପନିର୍ବାଚନ ପାଇଁ ନଭେମ୍ବର ୩ରେ ଭୋଟ ଗ୍ରହଣ ଥିବା ବେଳେ ଭୋଟ ଦେବା ଲାଗି ବୁଥ୍‌କୁ ଆସିବାକୁ ଅସମର୍ଥ ଥିବା...

ଉଛୁଳିଲା ଭାର୍ଗବୀ, ତଳିଆ ଅଞ୍ଚଳରେ ପଶିଲା ପାଣି

ପୁରୀ ଅଫିସ,୧୭।୮ – ହୀରାକୁଦ ଗେଟ୍‌ ଖୋଲାଯିବା ପରେ ମହାନଦୀରେ ପ୍ରବାହିତ ହେଉଛି ବନ୍ୟା ପାଣି। ଫଳରେ ଏହାର ଶାଖା ନଦୀଗୁଡ଼ିକ ମଧ୍ୟ ଫୁଲିବାରେ ଲାଗିଛି।...

ଜ୍ୱାଇଁ ମୋ’ ଝିଅକୁ ମାରିଦେଲେ

କବିସୂର୍ଯ୍ୟନଗର,୧୭ା୯(ଡି.ଏନ.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଗୁଡିଆଳି ଗ୍ରାମର ଏସ.ମହେନ୍ଦ୍ର ରେଡ୍ଡୀଙ୍କ ସ୍ତ୍ରୀ ରଙ୍ଗବତୀ (୨୦)ଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ପୋଲିସ ଜବତ କରିଛି। ଝାଡ଼ବାଇ...

Advertisement
Archives

Model This Week