ଫଟୋ ଖବରଦାତାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୭(ବ୍ୟୁରୋ): ବରିଷ୍ଠ ଫଟୋ ଖବରଦାତା ଅଶୋକ ପଣ୍ଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

 

ସୂଚନାଯୋଗ୍ୟ, ଆଜି ଅଶୋକ ରଥଯାତ୍ରା ଅବସରରେ ଫଟୋ ସଂଗ୍ରହ ପାଇଁ ବାଇକ୍‌ ଯୋଗେ ପୁରୀ  ଯାଉଥିବା ବେଳେ ସାତଶଙ୍ଖ ନିକଟରେ କୌଣସି ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର

ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

ଘୁମୁସର ବନଖଣ୍ଡରେ ବଣ୍ଟନ ହେବ ୩୫ ଲକ୍ଷ ଚାରା, ବନ୍ୟପ୍ରାଣୀଙ୍କ ଖାଦ୍ୟ ପାଇଁ ୪୦ ପ୍ରତିଶତ ଫଳନ୍ତି ଚାରା ଲାଗିବ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ରାଜ୍ୟର ଏକ ପୁରାତନ ବନଖଣ୍ଡ । ଏହି ବନଖଣ୍ଡ ୧୮୩୦ ମସିହାରେ ବ୍ରିଟିଶ ଶାସକମାନେ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ

ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଯୁବକଙ୍କୁ ଆକ୍ରମଣ କଲା ଭାଲୁ, ଅବସ୍ଥା ଗୁରୁତର

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଛେତଗାଁ ଗ୍ରାମରେ ଅଭାବନୀୟ ଘଟଣା । କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର…

ଦହିବରା ଦେକାନରେ ବସିଥିବା ବେଳେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ୬ ଦୁର୍ବୃତ୍ତ, ବଞ୍ଚାଇବାକୁ ଯାଇ ହଣା ଖାଇଲେ ଦୋକାନୀ

ବାରଙ୍ଗ,୧୨।୫(ଲିଙ୍ଗରାଜ ରାଉତ): ପୁଣି ଅଶାନ୍ତ ହେଲା ବାରଙ୍ଗ। ଦିନ ଦ୍ବିପହରରେ ବାରଙ୍ଗରେ ବୁଲିଲା ଖଣ୍ଡା । ଖଣ୍ଡା ଚୋଟରେ ତିନି ଯୁବକ ଗୁରୁତର ଆହତ ହୋଇଥିବା ବେଳେ…

ତାଲିବାନୀ ସଜ୍ଜା! ପ୍ରଥମେ ଅଧା ଚୁଟି କାଟିଦେଲେ, ୧୧-୧୨ ବର୍ଷ ବୟସର ପିଲାଙ୍କୁ ବଳପୂର୍ବକ ବିବାହ କଲେ

ପାଟନା,୧୨।୫: ବିହାରର କଟିହାର ଜିଲାରୁ ଏକ ଖବର ଆସିଛି ଯାହା କେବଳ ସାମାଜିକ ମର୍ଯାଦାକୁ ସମ୍ପୂର୍ଣ୍ଣ ଭାଙ୍ଗି ଦେଇଛି ନୁହେଁ ବରଂ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri