ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ ନଗଦ ୩୦ ହଜାର ଟଙ୍କା ଥିବା ବେଳେ ବିଭିନ୍ନ ବ୍ୟାଙ୍କରେ ଡିପୋଜିଟ୍‌ ଏବଂ ଫିକ୍ସ ଆକାରରେ ଟଙ୍କା ରହିଛି। ଏହାଛଡ଼ା ମୁଖ୍ୟମନ୍ତ୍ରୀଙ୍କର ୫୭ କୋଟି ଟଙ୍କା ମୂଲ୍ୟର ସ୍ଥାବର ଏବଂ ୧୪ କୋଟି ଟଙ୍କାର ଅସ୍ଥାବର ସମ୍ପତ୍ତି ରହିଛି।

ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜି ଏସ୍‌ବିଆଇ ବ୍ରାଞ୍ଚରେ ୩୦ ଲକ୍ଷ ଟଙ୍କାର ଡିପୋଜିଟ୍‌ ରଖିଛନ୍ତି। ସମାନ ଭାବରେ ହିଞ୍ଜିଳିରେ ବି ୩୦ ଲକ୍ଷ ଡିପୋଜିଟ୍‌ ରଖିଛନ୍ତି। କଣ୍ଟାବାଞ୍ଜି ଓ ହିଞ୍ଜିଳିରେ ନୂଆ ବ୍ୟାଙ୍କ ଆକାଉଣ୍ଟରେ ଯେଉଁ ଟଙ୍କା ରହିଛି ସେ କେବଳ ନିର୍ବାଚନୀ ଖର୍ଚ୍ଚ ପାଇଁ ବୋଲି ସତ୍ୟାପାଠରେ ଉଲ୍ଲେଖ ରହିଛି।

ନବୀନ ନିବାସ ସ୍ଥିତ ଘର ଓ ଜମିର ମୂଲ୍ୟ ୧୩ କୋଟି ୬୬ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଥିବା ବେଳେ ନୂଆଦିଲ୍ଲୀ ଅବଦୁଲ କଲାମ ରୋଡ ସ୍ଥିତ ଘର ଦାମ ୪୩ କୋଟି ୩୬ ଲକ୍ଷ ଟଙ୍କା ହେବ ବୋଲି ନିର୍ବାଚନୀ ସତ୍ୟପାଠରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri