ମୁଖ୍ୟମନ୍ତ୍ରୀ ନବୀନ ଦେବେ ଇସ୍ତଫା, ଦିନ ୧୧ଟା ୩୫ରେ ଯିବେ ରାଜଭବନ

ଭୁବନେଶ୍ୱର, ୫।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାଜପା ଏକାକୀ ୭୮ ଆସନ ପାଇ ବହୁମତ ହାସଲ କରିଛି। ଯାହା ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେ ଇସ୍ତଫା ଦେବେ ବୋଲି ଜଣାପଡିଛି। ଦିନ ୧୧ଟା ୩୫ରେ ରାଜଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର ଦେବେ।

ତେବେ ଏହାପରେ କିଏ ହେବ ମୁଖ୍ୟମନ୍ତ୍ରୀ ତାକୁ ନେଇ ଚର୍ଚ୍ଚା ହେଉଛି। ଅନେକ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ଚର୍ଚ୍ଚା କରୁଥିବାବେଳେ ଆହୁରି ଅନେକ ଏହାକୁ ନେଇ କିଛି ବି ଆକଳନ କରିପାରୁନାହାଁନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ଫାଇବର ବୋଝେଇ ପିକ୍‌ଅପ୍‌

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ଭୀମଦଲି ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଛି ପିକ୍‌ଅପ୍‌। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ…

ମୋହନ ଭାଗବତ Gen Zଙ୍କୁ ନେଇ ଦେଇଥିବା ବୟାନ ପରେ ରାଜନୀତି ହେଲା ସରଗରମ, ଏବେ RSS ମୁଖ୍ୟ କହିଲେ: ‘ଏହା ଉନ୍ନତି ପାଇଁ…’

ନୂଆଦିଲ୍ଲୀ,୭।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସଂରକ୍ଷଣ ସ୍ଥାୟୀ ବ୍ୟବସ୍ଥା…

ମୋ ସମୁଦିଙ୍କୁ ଫାଶୀ ଦେଇଦିଅ…କାନ୍ଦି କାନ୍ଦି ଏମିତି କାହିଁକି କହିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୭।୮: ୟୁପିରେ ଜଣେ ଭାଜପା ବିଧାୟକଙ୍କ ସମୁଦି ଅନୁଜ ତ୍ରିବେଦୀ ଏବଂ ଜ୍ୱାଇଁଙ୍କ ନାଁରେ ମିଥ୍ୟା ପ୍ରଲୋଭନରେ ବିବାହ କରି ମହିଳାଙ୍କୁ ଠକିବା ଏବଂ ନଗଦ ଟଙ୍କା…

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ…

ଓଡ଼ିଶାକୁ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ, ୧୨ ତାରିଖରେ ହେବ…

ଭୁବନେଶ୍ୱର,୭ା୮: ଭାରତୀୟ ପାଣିପାଗ ବିଭାଗ ଓଡ଼ିଶାକୁ ସତର୍କ ସୂଚନା ଜାରି କରିଛି। ଆସନ୍ତା ୧୨ ତାରିଖ ବେଳକୁ ବଙ୍ଗୋପସାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ…

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି…

ଗରମରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏମିତି ନିର୍ଦ୍ଦେଶ ଦେଲେ କିମ୍‌ ଜୋଙ୍ଗ୍‌ ଉନ୍‌, ସାରା ବିଶ୍ୱ ଜାଣି ଆଶ୍ଚର୍ଯ୍ୟ…

ପ୍ୟୋଙ୍ଗୟାଙ୍ଗ,୭ା୮: ଉତ୍ତର କୋରିଆରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ଗରମ ଯୋଗୁ ସେଠାକାର ଲୋକମାନଙ୍କୁ ଏମିତି ନିର୍ଦ୍ଦେଶ ଦିଆଯାଇଛି ଯାହା ଆଶ୍ଚର୍ଯ୍ୟଜନକ। ଉତ୍ତର କୋରିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri