Posted inଜାତୀୟ

ଇଫ୍‌ତାର ପାର୍ଟିରେ ସାମିଲ ହେଲେ ନୀତିଶ: ବଢ଼ିଲା ରାଜନୈତିକ ହଇଚଇ

ପାଟନା,୨୨।୪: ରମଜାନ ମାସ ଚାଲିଥିବା ବେଳେ ସବୁବର୍ଷ ଭଳି ରାଜନୈତିକ ଦଳମାନେ ମଧ୍ୟ ଇଫ୍‌ତାର ପାର୍ଟିର ଆୟୋଜନ କରିଥାନ୍ତି। ବିହାରର ମୁଖ୍ୟ ବିରୋଧୀ ଦଳ ଆରଜେଡି ମଧ୍ୟ ୁଳିତ ବର୍ଷ ରମଜାନର ଇଫ୍‌ତାର ପାର୍ଟି ଆୟୋଜନ କରିଛି। ଏହି ପାର୍ଟିରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସହ ଏନ୍‌ଡିଏର ମୁକେଶ ସାହାଣି ଓ ଚିରାଗ ପାସଓ୍ବାନଙ୍କୁ ମଧ୍ୟ ତେଜସ୍ବୀ ଯାଦବ ଓ ରାବ୍ରି ଦେବୀ ଆମନ୍ତ୍ରଣ କରିଥିଲେ। ତେବେ ଶୁକ୍ରବାର ରାବ୍ରି ଦେବୀଙ୍କ ବାସଭବନରେ ଆୟୋଜିତ ହୋଇଥିବା ପାର୍ଟିରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସାମିଲ ହୋଇଥିବା ଦେଖିବାକୁ ମିଳିଛି। ଏନେଇ ଖବର ସାମ୍ନାକୁ ଆସିବା ପରେ ବର୍ତ୍ତମାନ ବିହାରରେ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। କୁହାଯାଉଛି, ଏହି ଇଫ୍‌ତାର ପାର୍ଟି ଆଳରେ ରାଜନୈତିକ ମେଣ୍ଟ ପାଇଁ ପ୍ରୟାସ କରାଯାଉଛି। ଅନ୍ୟପଟେ ଏହାକୁ ରାଜନୀତି ସହ ଯୋଡିବା ଉଚିତ୍‌ ନୁହେଁ ବୋଲି ଚିରାଗ ପାସଓ୍ବାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri