୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖମନ୍ତ୍ରୀ

ଭୁବନେଶ୍ୱର,୧୬।୧୧: ବିଦେଶରୁ ଓଡ଼ିଶାକୁ ଆସିବ ନିବେଶ। ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏ ନେଇ ସେ ୬ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ ପ୍ରତିନିଧି ମଣ୍ଡଳୀ ମଧ୍ୟ ରହିଛନ୍ତି।
ସିଙ୍ଗାପୁର ଯିବା ଆଗରୁ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁଙ୍କ ଜଗନ୍ନାଥଙ୍କ ଆର୍ଶୀବାଦରେ ଓ ପ୍ରଧାନମନ୍ତ୍ରୀଙ୍କ ମାର୍ଗ ଦର୍ଶନରେ ବରିଷ୍ଠ ପ୍ରତିନିଧିମଣ୍ଡଳୀ ସହିତ ସିଙ୍ଗାପୁର ଯାଉଛି। ମୁଁ ଆଶା କରୁଛି ଯେ, ଯେତେବଳେ ସାରା ବିଶ୍ୱରୁ ଇନଭେଷ୍ଟରମାନେ ଭାରତରେ ଇନଭେଷ୍ଟ କରିବା ପାଇଁ ଚାହିଁବେ ସେତେବେଳେ ଓଡ଼ିଶା ସେମାନଙ୍କର ପ୍ରଥମ ପ୍ରସନ୍ଦ ହେବ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଶିଳ୍ପାୟନ ପାଇଁ ସିଙ୍ଗାପୁର ପ୍ରସିଦ୍ଧ। ସେଠାରେ କେମିକାଲସ, ପେଟ୍ରୋ କେମିକାଲ୍ସ, ଗ୍ରୀନ ଏନର୍ଜି, ସେମିକଣ୍ଡକ୍ଟର, ଖାଦ୍ୟ ପ୍ରକ୍ରିୟାକରଣ ଆଦି କ୍ଷେତ୍ରରେ ବିଶ୍ୱର ବଡ଼ ବଡ଼ କମ୍ପାନୀ କାମକରୁଛିି। ସେହି କମ୍ପାନୀର ଶୀର୍ଷ ନେତୃତ୍ୱଙ୍କ ସହ ଓ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri