ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ନବୀନ ପଟ୍ଟନାୟକ ଶନିବାରଠାରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତା ୨୫ତାରିଖରେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ସେ ଯୋଗ ଦେବେ। ଏହି ଗସ୍ତ ଅବସରରେ ରାଜ୍ୟ ସ୍ବାର୍ଥ ପ୍ରସଙ୍ଗରେ କେନ୍ଦ୍ରୀୟ ନେତାଙ୍କ ସହ ନବୀନ ଆଲୋଚନା କରିବେ । ୨୬ ତାରିଖରେ ସେ ଭୁବନେଶ୍ବର ଫେରିବା କାର୍ଯ୍ୟକ୍ରମ ରହିଛି। ଶପଥ ଗ୍ରହଣରେ ଯୋଗଦେବାକୁ ନବୀନଙ୍କୁ ନିମନ୍ତ୍ରଣ କରାଯାଇଛି। ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ବିଜୟୀ କରିବାରେ ମୁଖ୍ୟମନ୍ତ୍ରୀ ପ୍ରମୁଖ ଭୂମିକା ତୁଲାଇଥିଲେ। ନିର୍ବାଚନରେ ଯେପରି ଓଡ଼ିଶାରୁ କୌଣସି ଭୋଟ୍‌ ନାକଚ ନ ହୁଏ ସେଥିପ୍ରତି ଧ୍ୟାନ ଦେଇଥିଲେ। ଦଳମତ ନିର୍ବିଶେଷରେ ସବୁ ଦଳ ଓଡ଼ିଆ ଝିଅଙ୍କୁ ଭୋଟ୍‌ ଦେବାକୁ ମଧ୍ୟ ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri