ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ନବୀନ ପଟ୍ଟନାୟକ ଶନିବାରଠାରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତା ୨୫ତାରିଖରେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ସେ ଯୋଗ ଦେବେ। ଏହି ଗସ୍ତ ଅବସରରେ ରାଜ୍ୟ ସ୍ବାର୍ଥ ପ୍ରସଙ୍ଗରେ କେନ୍ଦ୍ରୀୟ ନେତାଙ୍କ ସହ ନବୀନ ଆଲୋଚନା କରିବେ । ୨୬ ତାରିଖରେ ସେ ଭୁବନେଶ୍ବର ଫେରିବା କାର୍ଯ୍ୟକ୍ରମ ରହିଛି। ଶପଥ ଗ୍ରହଣରେ ଯୋଗଦେବାକୁ ନବୀନଙ୍କୁ ନିମନ୍ତ୍ରଣ କରାଯାଇଛି। ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ବିଜୟୀ କରିବାରେ ମୁଖ୍ୟମନ୍ତ୍ରୀ ପ୍ରମୁଖ ଭୂମିକା ତୁଲାଇଥିଲେ। ନିର୍ବାଚନରେ ଯେପରି ଓଡ଼ିଶାରୁ କୌଣସି ଭୋଟ୍‌ ନାକଚ ନ ହୁଏ ସେଥିପ୍ରତି ଧ୍ୟାନ ଦେଇଥିଲେ। ଦଳମତ ନିର୍ବିଶେଷରେ ସବୁ ଦଳ ଓଡ଼ିଆ ଝିଅଙ୍କୁ ଭୋଟ୍‌ ଦେବାକୁ ମଧ୍ୟ ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri