Advertisement

ବମ୍ବେ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୮ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ହାଇଦ୍ରାବାଦରୁ ସ୍ବତନ୍ତ୍ର ଏୟାରକ୍ରାଫ୍ଟ ଯୋଗେ ବମ୍ବେ ଗସ୍ତ କରିଛନ୍ତି। ସେ ବୁଧବାର ଓଡିଶା ଫେରିବାର କାର୍ଯ୍ୟକ୍ରମ ରହିଛି। ମଙ୍ଗଳବାର ରାତିରେ ନବୀନ ନିଜର କିଛି ବନ୍ଧୁ ଓ ପରିବାର ସଦସ୍ୟଙ୍କ ସହ ସମୟ ବିତାଇବେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଦଶ ଶ୍ରେଣୀ ପାଇଁ ଆସିଲା ଗାଇଡଲାଇନ୍‌

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଏକାଦଶ ଶ୍ରେଣୀ ଖୋଲିବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ରବିବାର ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁସାରେ, ଦୂରଦୂରାନ୍ତରୁ ଆସୁଥିବା ପିଲାଙ୍କ ପାଇଁ ପ୍ରଥମ...

ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର, ଓଡିଶାକୁ ବିଶ୍ୱ ସ୍ତରୀୟ ସ୍ବୀକୃତି: ଜାଗା ମିଶନ ପାଇଁ ‘ଓ୍ବାର୍ଲଡ ହାବିଟାଟ’ ପୁରସ୍କାର

ଭୁବନେଶ୍ୱର,୭ା୧୨(ବ୍ୟୁରୋ)-ବସ୍ତିରେ ରହୁଥିବା ଲୋକମାନଙ୍କୁ ଥଇଥାନ କରିବା , ସେମାନଙ୍କୁ ଜମି ଅଧିକାର ଦେବା ଓ ଜୀବନ ଜୀବିକା ବିକାଶ କ୍ଷେତ୍ରରେ ନେଇଥିବା ପଦକ୍ଷେପ ପାଇଁ ରାଜ୍ୟ...

ଦାୟିତ୍ୱ ନେଲେ ଯୋଜନା ବୋର୍ଡ ଉପାଧ୍ୟକ୍ଷ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ ସଞ୍ଜୟ ଦାସବର୍ମା ସୋମବାର ଲୋକ ସେବା ଭବନରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମ୍‌ଓ)ର ଅନୁମୋଦନକ୍ରମେ...

ନକଲି ଭିଡିଓ ଭାଇରାଲ ମାମଲା: ଅପମାନିତ କରିଛି ଓଟିଭି

ଭୁବନେଶ୍ୱର/କେନ୍ଦୁଝର,୧୮ା୧୦(ବ୍ୟୁରୋ/ସ୍ବ.ପ୍ର.): ୨୦୧୯ ସାଧାରଣ ନିର୍ବାଚନ ସମୟରେ କେନ୍ଦୁଝର ଲୋକ ସଭା ଆସନପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଚନ୍ଦ୍ରାଣୀ ମୁର୍ମୁଙ୍କ ନକଲି ଭିଡିଓ ଭାଇରାଲ କରାଯାଇଥିଲା। ଉକ୍ତ ଘଟଣାରେ...

ଫଳକରେ ଶହୀଦ ପୀଠ ଭାଗ୍ୟ

ବାସୁଦେବପୁର, ୯।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ରକ୍ତତୀର୍ଥ ଇରମ ଶହୀଦ ପୀଠର ଉନ୍ନତୀକରଣ କେବଳ ରାଜ୍ୟ ସଂସ୍କୃତି ପର୍ଯ୍ୟଟନ ବିଭାଗର ଫଳକରେ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୯୦୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୯୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଜୁନିୟର ମହିଳା ହକି କୋର୍‌ ଗ୍ରୁପରେ ୫ ଓଡ଼ିଆ: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୩(ବ୍ୟୁରୋ): ଭାରତୀୟ କନିଷ୍ଠ ମହିଳା ବର୍ଗର ହକି କୋର୍‌ ଗ୍ରୁପରେ ୫ ଓଡ଼ିଆ ସ୍ଥାନ ପାଇଛନ୍ତି। କୋର୍‌ ଗ୍ରୁପରେ ସ୍ଥାନ ପାଇବା ପରେ ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ...

ଗ୍ୟାସ୍‌, ରେଳଭଡ଼ା ବୃଦ୍ଧି: ଆନ୍ଦୋଳନ କରିବ ସମାଜବାଦୀ ପାର୍ଟି

ଭୁବନେଶ୍ୱର, ୨ା୧(ବ୍ୟୁରୋ): ନୂଆବର୍ଷରେ ରେଳଭଡ଼ା ଓ ରନ୍ଧନ ଗ୍ୟାସ୍‌ ଦର ବୃଦ୍ଧି ଦେଶବାସୀଙ୍କୁ ମୋଦି ସରକାରଙ୍କ ଉପହାର। କେନ୍ଦ୍ର ସରକାରଙ୍କ ଏହି ଦୁଇ ନିଷ୍ପତ୍ତିକୁ ବିରୋଧ...

Advertisement
Archives

Model This Week