ଜୟନ୍ତୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ପୁରୁଣା ଭୁବନେଶ୍ୱର,୮ା୧୦(ଡି.ଏନ୍‌.ଏ.):ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା, ପୂର୍ବତନ ଏମ୍‌ପି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସହଧର୍ମିଣୀ ଜୟନ୍ତୀ ପଟ୍ଟନାୟକଙ୍କ ଏକାଦଶାହ ଶନିବାର ଟଙ୍କପାଣି ରୋଡ୍‌ସ୍ଥିତ ଏକ କଲ୍ୟାଣ ମଣ୍ଡପରେ ଆୟୋଜିତ ହୋଇଛି। ଏହି ଅବସରରେ ସେଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଜୟନ୍ତୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ୫-ଟି ସଚିବ ଭି.କେ.ପାଣ୍ଡିଆନ୍‌ଙ୍କ ସମେତ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, ବଡ଼ଚଣା ବିଧାୟକ ଅମର ଶତପଥୀ, ବଡ଼ମ୍ବା ବିଧାୟକ ଦେବୀ ମିଶ୍ର, ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟ୍ଟଶାଣୀ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ରାଜ୍ୟ ସଭା ସଦସ୍ୟ ଅମର ପଟ୍ଟନାୟକ, ଦେବାଶିଷ ନାୟକ, ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ପ୍ରମୁଖ ଯୋଗଦେଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ସ୍ବର୍ଗତା ଜୟନ୍ତୀଙ୍କ ପୁଅ ପୃଥ୍ବୀବଲ୍ଲଭ ପଟ୍ଟନାୟକଙ୍କ ସମେତ ସମ୍ପର୍କୀୟମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…

ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ…

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?