OUAT ଫାର୍ମରେ ହଳକରି  ଧାନ ବୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ସୁଖ, ସମୃଦ୍ଧି ଓ ସୌଭାଗ୍ୟର ଦିନ। ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ ହୋଇଥାଏ। ଚାଷୀ ଅକ୍ଷୀ ମୁଠି ଅନୁକୂଳ କରି ଚାଷ କାର୍ଯ୍ୟର ଶୁଭାରମ୍ଭ କରିଥାଏ। ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଖିମୁଠି ଅନୁକୂଳ କରିଛନ୍ତି। । OUAT ଫାର୍ମରେ ମୁଖ୍ୟମନ୍ତ୍ରୀ ହଳକରି  ଧାନ ବୁଣିଛନ୍ତି।
ଆହୁରି ପଢ଼ନ୍ତୁ ….https://www.dharitri.com/law-minister-made-akhimuthis-fortunes-favorable-sowed-seeds-by-planting-grass-and-weeds/
ଅନ୍ୟପକ୍ଷେ ଆଜି ପାଳିତ ହେଉଛି ରାଜ୍ୟସ୍ତରୀୟ କୃଷକ ସମାରୋହ।

Enter your email to get our daily news in your inbox.

All Right Reserved By Dharitri.Com

ଗାଁ ରାସ୍ତାରେ ଆଣ୍ଠୁଏ ପାଣି: କପା-ଧାନ ଚାଷ ନଷ୍ଟ ଆଶଙ୍କା

କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟରାତ୍ରିରୁ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ଯୋଗୁ ସମଗ୍ର…

‘ମୋତେ ଲାଜ ଲାଗୁଛି’, ଏମିତି କାହିଁକି କହିଲେ ନୀତିନ ଗଡକରୀ, ଯାହାକୁ ନେଇ ହେଉଛି ଚର୍ଚ୍ଚା

ନୂଆଦିଲ୍‌ଲୀ,୧୦।୯: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମୁମ୍ୱାଇ-ଗୋଆ ହାଇୱେ ପ୍ରକଳ୍ପରେ ହୋଇଥିବା ବିଳମ୍ୱକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଗୋଆର…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବଡ଼ ଘୋଷଣା କଲା BCCI, ଅକ୍ଟୋବର ୬ରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଆସିଛି ବଡ଼ ଖବର। ଆହତ ସମସ୍ୟା କାରଣରୁ ଦୀର୍ଘ ସମୟ ଧରି କ୍ରିକେଟରୁ ଦୂରେ…

ରଡ଼ିଆ-କଂସାର ଗୋବରୀ ନଦୀବନ୍ଧରେ ୩୦୦ ଫୁଟର ଫାଟ, କାଳ ସାଜିଛି ଚିଙ୍ଗୁଡ଼ି ଘେରି

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରଡ଼ିଆ-କଂସାର-ବଡ଼ଦାଣ୍ଡୁଆ ଗୋବରୀ ନଦୀ ପାର୍ଶ୍ୱ ଲୁଣା ଘେରି ବନ୍ଧ ସପ୍ତାହ ପୂର୍ବେ ଭୁଶୁଡ଼ି ପଡ଼ିବା…

ସୁଟ୍‌କେସ୍‌ରେ ଗଞ୍ଜେଇ ଧରି ବାହାର ରାଜ୍ୟକୁ ଯାଉଥିଲେ ସୁନୀତା: ମାଡ଼ିବସିଲା ପୋଲିସ

ଡୁଙ୍ଗୁରିପାଲି, ୧୦।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଜଣେ ମହିଳାଙ୍କଠାରୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ତାଙ୍କୁ କୋର୍ଟ ଚାଲାଣ…

ମା’ଙ୍କୁ ଭରଣପୋଷଣ ଦେଉନାହାନ୍ତି ଭାଗ୍ୟବାନ: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ଭାଗ୍ୟବାନ ଗୌଡ଼ (୪୨)ଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ବ୍ରହ୍ମପୁର ଫେମିଲି କୋର୍ଟକୁ…

ଶୁକ୍ରବାର ରାତିରେ ରାଶି ପରିବର୍ତ୍ତନ କରିବେ ଚନ୍ଦ୍ର: ବୃଷ-ସିଂହ ସହ ଏହି ରାଶିଙ୍କୁ ଫାଇଦା ହିଁ ଫାଇଦା, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬ ରାତି ୭ଟା ୮ ମିନିଟ୍‌ରେ ଚନ୍ଦ୍ର ସିଂହ ରାଶି ଛାଡ଼ି କନ୍ୟା ରାଶିରେ ପ୍ରବେଶ କରିବେ। ଏହି…

୨୩ରେ ଯାତ୍ରାପୀଠକୁ ଅଣାଯିବ ଶୁଭଖୁଣ୍ଟି; ୮ ଦିନ ଧରି ଚାଲିବ ଯାତ୍ରା

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ପରିଚିତ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ପରିଚାଳନା ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri