ଡାକ୍ତରୀ ଦଳକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ନିକଟରେ କରୋନାକୁ ହରାଇଥିବା ନବଜନ୍ମିତ ଶିଶୁ ଈଶାନୀ ଅଗ୍ରୱାଲ(ଗୁଡ଼ିଆ)ଙ୍କୁ ଚିକିତ୍ସା କରିଥିବା ଡା. ଅରିଜିତ ମହାପାତ୍ର ଓ ତାଙ୍କ ଦଳକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଗୁଡ଼ିଆ ଭେଣ୍ଟିଲେଟରରେ ରହି ଜୀବନ ସହ ସଂଗ୍ରାମ କରି କରୋନାକୁ ପରାସ୍ତ କରିପାରିଛି। କୋଭିଡ୍‌-୧୯ ଭଳି କଷ୍ଟ ସମୟରେ ଗୁଡ଼ିଆର ସଫଳ ଚିକିତ୍ସା ଏକ ବଡ଼ ଆଶାର କିରଣ ଦେଇଛି। ଟୁଇଟ୍‌ରେ ମୁଖ୍ୟମନ୍ତ୍ରୀ ଏକ ପ୍ରଶଂସା ପତ୍ର ମଧ୍ୟ ପୋଷ୍ଟ କରିଛନ୍ତି। ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗୁଡ଼ିଆ ଦେଶରେ ସବୁଠାରୁ କନିଷ୍ଠ ବୋଲି ମୁଖ୍ୟମନ୍ତ୍ରୀ ସେଥିରେ ଲେଖିଛନ୍ତି।
ସୂଚନାଯୋଗ୍ୟ, କଳାହାଣ୍ଡି ଜିଲା ମଦନପୁର-ରାମପୁରର ଅଙ୍କିତ ଅଗ୍ରୱାଲଙ୍କ ସ୍ତ୍ରୀ ପ୍ରୀତି ଛତିଶଗଡ଼ ରାୟପୁରରେ ଈଶାନୀଙ୍କୁ ଜନ୍ମଦେଇଥିଲେ। ଘରକୁ ଫେରିବା ପରେ ପରିବାର ଲୋକ କୋଭିଡ୍‌ରେ ସଂକ୍ରମିତ ହୋଇଥିଲେ। ଏଥିରେ ଗୁଡ଼ିଆ ମଧ୍ୟ ସଂକ୍ରମିତ ହୋଇଥିଲା। ଗୁରୁତର ହେବାରୁ ତାକୁ ଭୁବନେଶ୍ୱରସ୍ଥିତ ଜଗନ୍ନାଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ୧୦ଦିନ ଭେଣ୍ଟିଲେଟରରେ ରହିଥିଲେ। ଧୀରେ ଧୀରେ ସେ ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ତାଙ୍କୁ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇଥିଲା। ଗୁଡ଼ିଆକୁ କରୋନାମୁକ୍ତ କରିବା ବଡ଼ ଚ୍ୟାଲେଞ୍ଜ ଥିଲା ବୋଲି ତାଙ୍କୁ ଚିକିତ୍ସା କରିଥିବା ଡା. ମହାପାତ୍ର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri