Posted inଜାତୀୟ

କୁଖ୍ୟାତ ଗ୍ୟାଙ୍ଗଷ୍ଟରଙ୍କ ତାଲିକା ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ, ୧୭।୪, କୁଖ୍ୟାତ ଗ୍ୟାଙ୍ଗଷ୍ଟର୍‌ ଅତିକ ଅହମ୍ମଦ ଓ ତାଙ୍କ ଭାଇ ଅଶରଫଙ୍କର ହତ୍ୟା ପରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆକ୍ସନ ମୋଡରେ ଦେଖାଦେଇଛନ୍ତି। ସେ ରାଜ୍ୟର ନୂଆ ୨୫କୁଖ୍ୟାତ ମାଫିଆଙ୍କ ତାଲିକା ପ୍ରକାଶ କରିଛନ୍ତି। ତାଲିକାରେ ଅଛନ୍ତି ଭଦେହିର ଜ୍ଞାନପୁର ସିଟ୍‌ରେ ୪ବିଧାୟକ ହୋଇଥିବା ବାହୁବଳୀ ବିଜୟ ମିଶ୍ରା,ସହାରପୁର ନିବାସୀ ବସପାର ପୂର୍ବ ବିଧାନ ପରିଷଦ ସଦସ୍ୟ (ଏମ୍‌ଏଲ୍‌ସି) ହାଜି ଇକବାଲା ଓରଫ୍‌ ବାଲା, ପଶ୍ଚିମ ଉତ୍ତର ପ୍ରଦେଶର କୁଖ୍ୟାତ ଅପରାଧୀ ସୁନୀଲ ରାଠୀ, ବଦନ ସିଂହ ଓରଫ୍‌ ବାଡୋ, ଆମ୍ବେଡକରନଗରର ଅଜୟ ସିପାହୀ, ମୁଖତାର ଅସାଂରୀ, ବୃଜଣ ସିଂହ, ତ୍ରିଭୁବନ ସିଂହ ଓରଫ୍‌ ପବନ ସିଂହ, ସଂଜୀବ ମହେଶ୍ୱରୀ ଓରଫ୍‌ ଜୀବା,ଆତ୍ମପ୍ରକାଶ ଶ୍ରୀ ବାସ୍ତବ ଓରଫ୍‌ ବବଲୁ, ସୁଶୀଲ ଓରଫ ମୁଚ୍ଚ, ସିରିଆଲ କିଲର ସଲିମ, ରୁସ୍ତମ ଓ ସୋହରାବ।
ଏଥିସହ ରାଜ୍ୟର ୬୪ କୁଖ୍ୟାତ ମାଫିଆଙ୍କ ନାମସୂଚୀ ସରକାର ପ୍ରକାଶ କରିଛନ୍ତି। ସେମାନେ ହେଲେ ଉଦହମ ସିଂ, ଯୋଗେଶ ଭଦୋଡା, ବାଦନ ସିଂ ଓରଫ୍‌ ବାଡୋ, ହାଜି ୟାକୁବ କୁରେଶୀ, ଶାରିକ, ସୁନୀଲ ରଥୀ, ଧର୍ମେନ୍ଦ୍ର, ଯଶପାଲ ତୋମାର, ଅମର ପାଲ ଓରଫ୍‌ କାଲୁ, ଅନୁଜ ବରଖା, ବିକ୍ରାନ୍ତ ଓରଫ୍‌ ବିକି, ହାଜି ଇକବାଲ ଓରଫ୍‌ ବାଲା, ବିନୋଦ ଶର୍ମା, ମେରୁଟ ଜୋନର ସୁନୀଲ ପ୍ରମୁଖ।
ଏହି ତାଲିକାଭୁକ୍ତ ଅପରାଧୀଙ୍କ ଗତିବିଧି ଉପରେ ଏସ୍‌ଟିଏଫ୍‌ ଏବଂ ଜିଲା ପୋଲିସ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା...

୨୦୨୬ରେ ଏହି ୫ଟି ଚାକିରିର ବଢିଯିବ ଡିମାଣ୍ଡ, ମିଳିବ ମୋଟା ଅଙ୍କର ଦରମା!

ନୂଆଦିଲ୍ଲୀ,୨୦।୧୨: ଯଦି ଆପଣ ଆଗାମୀ ବର୍ଷରେ ଆପଣଙ୍କ କ୍ୟାରିଅରକୁ ନୂତନ ଶିଖରରେ ପହଞ୍ଚାଇବାକୁ ଚାହାଁନ୍ତି, ତେବେ 2026 ଆପଣଙ୍କ ପାଇଁ ଏକ ବଡ଼ ସୁଯୋଗ ଆଣିଦେବ।...

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri