Posted inଜାତୀୟ

କୁଖ୍ୟାତ ଗ୍ୟାଙ୍ଗଷ୍ଟରଙ୍କ ତାଲିକା ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ, ୧୭।୪, କୁଖ୍ୟାତ ଗ୍ୟାଙ୍ଗଷ୍ଟର୍‌ ଅତିକ ଅହମ୍ମଦ ଓ ତାଙ୍କ ଭାଇ ଅଶରଫଙ୍କର ହତ୍ୟା ପରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆକ୍ସନ ମୋଡରେ ଦେଖାଦେଇଛନ୍ତି। ସେ ରାଜ୍ୟର ନୂଆ ୨୫କୁଖ୍ୟାତ ମାଫିଆଙ୍କ ତାଲିକା ପ୍ରକାଶ କରିଛନ୍ତି। ତାଲିକାରେ ଅଛନ୍ତି ଭଦେହିର ଜ୍ଞାନପୁର ସିଟ୍‌ରେ ୪ବିଧାୟକ ହୋଇଥିବା ବାହୁବଳୀ ବିଜୟ ମିଶ୍ରା,ସହାରପୁର ନିବାସୀ ବସପାର ପୂର୍ବ ବିଧାନ ପରିଷଦ ସଦସ୍ୟ (ଏମ୍‌ଏଲ୍‌ସି) ହାଜି ଇକବାଲା ଓରଫ୍‌ ବାଲା, ପଶ୍ଚିମ ଉତ୍ତର ପ୍ରଦେଶର କୁଖ୍ୟାତ ଅପରାଧୀ ସୁନୀଲ ରାଠୀ, ବଦନ ସିଂହ ଓରଫ୍‌ ବାଡୋ, ଆମ୍ବେଡକରନଗରର ଅଜୟ ସିପାହୀ, ମୁଖତାର ଅସାଂରୀ, ବୃଜଣ ସିଂହ, ତ୍ରିଭୁବନ ସିଂହ ଓରଫ୍‌ ପବନ ସିଂହ, ସଂଜୀବ ମହେଶ୍ୱରୀ ଓରଫ୍‌ ଜୀବା,ଆତ୍ମପ୍ରକାଶ ଶ୍ରୀ ବାସ୍ତବ ଓରଫ୍‌ ବବଲୁ, ସୁଶୀଲ ଓରଫ ମୁଚ୍ଚ, ସିରିଆଲ କିଲର ସଲିମ, ରୁସ୍ତମ ଓ ସୋହରାବ।
ଏଥିସହ ରାଜ୍ୟର ୬୪ କୁଖ୍ୟାତ ମାଫିଆଙ୍କ ନାମସୂଚୀ ସରକାର ପ୍ରକାଶ କରିଛନ୍ତି। ସେମାନେ ହେଲେ ଉଦହମ ସିଂ, ଯୋଗେଶ ଭଦୋଡା, ବାଦନ ସିଂ ଓରଫ୍‌ ବାଡୋ, ହାଜି ୟାକୁବ କୁରେଶୀ, ଶାରିକ, ସୁନୀଲ ରଥୀ, ଧର୍ମେନ୍ଦ୍ର, ଯଶପାଲ ତୋମାର, ଅମର ପାଲ ଓରଫ୍‌ କାଲୁ, ଅନୁଜ ବରଖା, ବିକ୍ରାନ୍ତ ଓରଫ୍‌ ବିକି, ହାଜି ଇକବାଲ ଓରଫ୍‌ ବାଲା, ବିନୋଦ ଶର୍ମା, ମେରୁଟ ଜୋନର ସୁନୀଲ ପ୍ରମୁଖ।
ଏହି ତାଲିକାଭୁକ୍ତ ଅପରାଧୀଙ୍କ ଗତିବିଧି ଉପରେ ଏସ୍‌ଟିଏଫ୍‌ ଏବଂ ଜିଲା ପୋଲିସ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?