ବଡ଼ଭାଇଙ୍କ ଶେଷକୃତ୍ୟ ପାଇଁ ନିଜ ଗାଁରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଅଶ୍ରୁଳ ଆଖିରେ ଭାଇଙ୍କୁ ବିଦାୟ ଦେଇ…

କେନ୍ଦୁଝର,୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ବାପାଙ୍କ ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କ ଆକସ୍ମିକ ମୃତ୍ୟୁ ଘଟିବା ପରେ ତାଙ୍କ ନିଜ ଗାଁ କେନ୍ଦୁଝର ଜିଲାର ରାଇକଳାକୁ ନିଆଯାଇଥିଲା। ତାଙ୍କର ଦେହାନ୍ତ ଖବର ଶୁଣି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖରେ ମ୍ରିୟମାଣ ହୋଇପଡ଼ିବା ସହ ଭାଇଙ୍କ ଶେଷକୃତ୍ୟରେ ସାମିଲ ହେବା ଅପରାହ୍ନରେ ନିଜ ଗାଁ ରାଇକଳାରେ ପହଞ୍ଚିଥିଲେ। ଗ୍ରାମରେ ପହଞ୍ଚି ତାଙ୍କର ଅନ୍ତେଷ୍ଟି କ୍ରିୟାରେ ସାମିଲ ହୋଇଥିଲେ। ଏହାକୁ ନେଇ ରାଇକଳା ତଥା ଆଖପାଖ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ଅନ୍ତେଷ୍ଟି କ୍ରିୟାରେ ସାମିଲ ହେବା ଦଳୀୟ ତଥା ସ୍ଥାନୀୟ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତଥା କର୍ମୀଙ୍କ ପ୍ରବଳ ଭିଡ଼ ଜମିଥିଲା।

ସୂଚନା ଥାଉକି, ଦୀନବନ୍ଧୁ ଲୋୟର ପିଏମଜିରେ ଥିବା ସରକାରୀ ବାସଭବନରେ ରହୁଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ତାଙ୍କ ଛାତିରେ ହଠାତ୍‌ ଯନ୍ତ୍ରଣା ଅନୁଭବ ହୋଇଥିଲା। ପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କର ଅବସ୍ଥା ଦିନରେ ଭଲ ଥିଲା ବୋଲି ତାଙ୍କର ସହଯୋଗୀ ଜଗନ୍ନାଥ ମୁଦି ଅତ୍ୟନ୍ତ ଦୁଃଖ ପ୍ରକାଶ କରି କହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଭୟଙ୍କର ଦୁର୍ଘଟଣା: ବ୍ୟାରିକେଡ଼ରେ ପିଟିହୋଇ ହୁତୁହୁତୁ ହୋଇ ଜଳିଗଲା କାର୍, ୨ ଯାତ୍ରୀ…

ଜୁନାଗଡ଼, ୨୯।୧୦ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ମୋଟର…

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ଚାଇନାକୁ ପରାସ୍ତ କରି ଭାରତର ବିଜୟ ଧାରା ଜାରି

ଜଳନ୍ଧର,୨୯ା୧୦: ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ହକି ଦଳ ଚଳିତ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟରେ ବିଜୟ ଧାରା ଜାରି ରଖିଛି। ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ରେ ଅଧିନାୟକ…

ମୁଖ୍ୟରାସ୍ତାରେ ଛାତିଏ ପାଣି, ଘରେ ପଶିଲା ବନ୍ୟାଜଳ: ଦିଗପହଣ୍ଡି NAC ବୁଲି ସ୍ଥିତି ପରଖିଲେ ବିଧାୟକ, ସାହି-ବସ୍ତି ବୁଲି…

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଲଗାଣ ପ୍ରବଳ ବର୍ଷା ଯୋଗୁ ଦିଗପହଣ୍ଡି ଏନ୍‌ଏସି (NAC) ଅଞ୍ଚଳରେ ବ୍ୟାପକ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି…

ଆମ୍ବୁଲାନ୍ସରେ ଭୟଙ୍କର ବିସ୍ଫୋରଣ: ୧୦ ମୃତ

କରାଚୀ, ୨୯ା୧୦ : ଦକ୍ଷିଣ ପାକିସ୍ତାନର ଏକ ସରକାରୀ ଚିକିତ୍ସାଳୟ ପରିସରରେ ଠିଆ ହୋଇଥିବା ଏକ ଆମ୍ବୁଲାନ୍ସ ଭିତରେ ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣ ଘଟି ଜଣେ ରୋଗୀଙ୍କ…

ଆନ୍ତର୍ଜାତୀୟ ମେଡିକାଲ ପ୍ରବେଶିକାରେ କେନ୍ଦୁଝର ପୁଅ ସିଦ୍ଧାର୍ଥଙ୍କ କମାଲ: IMAT-2026ରେ ୪୮ତମ ସ୍ଥାନ, ପାଇବେ…

ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖୋରୀ ପଞ୍ଚାୟତର ପି.ଡି. ସିଦ୍ଧାର୍ଥ ସାରଥୀ ବେଜ ଆନ୍ତର୍ଜାତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (IMAT-2026)ରେ…

ଚିକେନ୍ କିଣିବାକୁ ଯାଇ ବିବାହିତ ଯୁବକ ନିଖୋଜ: ସୁଇଚ୍ ଅଫ୍ ଅଛି ମୋବାଇଲ୍ ଫୋନ୍, ପାଟଣା ଥାନାର ଦ୍ୱାରସ୍ଥ…

ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସାଧୁପଡ଼ାରେ ଭଡ଼ାଘରେ ରହୁଥିବା ଜଣେ ବିବାହିତ ଯୁବକ ଚିକେନ୍ କିଣିବାକୁ ବଜାରକୁ ଯାଇ…

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କାର ସରକାରୀ ଅର୍ଥ ହଡ଼ପ: ସଦର ଥାନାରେ ବିଡ଼ିଓଙ୍କ ଏତଲା, ବରିଷ୍ଠ କିରାଣୀ ଫେରାର

ଡେରାବିଶ, ୨୯।୧୦ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଶଶିକାନ୍ତ ରଣା ଚଞ୍ଚକତା କରି ୧ କୋଟି ୬ ଲକ୍ଷ…

‘ଧରିତ୍ରୀ’ ଖବରର ପ୍ରଭାବ: ତାଲିଯୋଡ଼ି ବ୍ରିଜ୍‌ ଧୋଇଯାଇଥିବା ଦୁର୍ଗମ ଗାଁରେ ପହଞ୍ଚି ସ୍ଥିତି ପରଖିଲେ IIC, ଶୁଖିଲା ଖାଦ୍ୟ ବାଣ୍ଟି…

ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ୩ଟି ଗାଁକୁ ସଂଯୋଗ କରୁଥିବା ତାଲିଯୋଡ଼ି ନଦୀର ବ୍ରିଜ୍‌ ଧୋଇ ହୋଇଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?