ଜଟିଳ ମାଂସପେଶୀ ରୋଗର ଚିକିତ୍ସା ପାଇଁ ୩୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୬(ଅସମାପିକା ସାହୁ): ବାଲେଶ୍ୱର ଜିଲାର ୩ଜଣ ରୋଗୀ ଯଥା ଖନ୍ତାପଡ଼ାର କିରଣ କୁମାର ମଲ୍ଲିକ, ଖନ୍ତାପଡ଼ାର ସୁରଜ କୁମାର ମଲ୍ଲିକ ଏବଂ ସିମୁଳିଆର ଦିବ୍ୟାଂଶୁ ଦୀକ୍ଷିତ, ଜଟିଳ ମାଂସପେଶୀ ରୋଗ (Duchenne Muscular Dystrophy)ରେ ପୀଡ଼ତ ଅଛନ୍ତି। ସେମାନଙ୍କ ଉତ୍ତମ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଉପରୋକ୍ତ ତିନି ରୋଗୀଙ୍କୁ ପ୍ରତ୍ୟେକ ଏକକାଳୀନ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ମଞ୍ଜୁର କରାଯାଇଛି।
ସୂଚନାଯୋଗ୍ୟ, ଏହି ରୋଗର ଚିକିତ୍ସା ଅତ୍ୟନ୍ତ ବ୍ୟୟବହୁଳ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିନ୍ସିପାଲଙ୍କୁ ୨୭ ଥର ଛୁରା ମାଡ଼ କଲେ ଛାତ୍ର; ‘ବାବୁ’ ଶବ୍ଦ ଖୋଲିଲା…

ନାଲଗୋଣ୍ଡା,୨୦।୮: ତେଲଙ୍ଗାନା ନାଲଗୋଣ୍ଡା ଜିଲାର ଏକ ଘରୋଇ ସ୍କୁଲର ପ୍ରିନ୍ସିପାଲ ରୂପା ରେଡ୍ଡିଙ୍କୁ ତାଙ୍କ ଘରେ ହତ୍ୟା କରାଯିବାର ଏକ ସପ୍ତାହରୁ ଅଧିକ ସମୟ ପରେ, ପୋଲିସ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ଇଣ୍ଡୋନେସିଆରେ ପୁଣି ୫.୭ ତୀବ୍ରତାର ଭୂମିକମ୍ପ

ଜାକର୍ତ୍ତା,୨୦।୮: ଇଣ୍ଡୋନେସିଆର ରୁଟେଙ୍ଗ ନିକଟରେ ୫.୭ ତୀବ୍ରତାର ଭୂମିକମ୍ପ ହୋଇଛି। USGS ଅନୁଯାୟୀ, ଏହାର କେନ୍ଦ୍ରସ୍ଥଳ ରୁଟେଙ୍ଗର ପ୍ରାୟ ୩୨ କିଲୋମିଟର ଉତ୍ତର-ଉତ୍ତରପୂର୍ବ (NNE) ରେ ୧୦…

ଉସେନ ବୋଲ୍ଟଙ୍କୁ ପଛରେ ପକାଇଦେବ ରୋବୋ ‘ସୁପରମ୍ୟାନ୍‌’: ଡେଇଁପାରିବ ୨ ମିଟର

ବେଜିଂ,୨୦ା୮:ଚାଇନାର ପ୍ରସିଦ୍ଧ ରୋବୋଟିକ୍ସ ସଂସ୍ଥା ‘ୟୁନିଟ୍ରି ରୋବୋଟିକ୍ସ’ ଏକ ନୂଆ ହ୍ୟୁମାନଏଡ୍‌ (ମଣିଷ ଭଳି ଦିଶୁଥିବା) ରୋବୋ ପ୍ରସ୍ତୁତ କରିଛି, ଯାହା ମାନବୀୟ ଶାରୀରିକ ଦକ୍ଷତାର ସମସ୍ତ…

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ

ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri