ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ବୁଧବାର ସନ୍ଧ୍ୟାରେ କରନ୍ତୁ ୧ ମିନିଟ୍‌ ନୀରବ ପ୍ରାର୍ଥନା

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଦୈନିକ ୧ହଜାରରୁ ଅଧିକ ବ୍ୟକ୍ତି କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏପରି ସ୍ଥିତିରେ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗକୁ ସ୍ମରଣ କରିବା ଏବଂ ସମ୍ମାନ ଜଣାଇବା ଲାଗି ବୁଧବାର ସନ୍‌ଧ୍ୟା ୬ଟାରେ ନୀରବ ପ୍ରାର୍ଥନା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ନିଜ ଘରେ ଅଥବା ବାହାରେ ଥାଆନ୍ତୁ ନା କାହିଁକି, ସେଠାରେ ଛିଡ଼ା ହୋଇ ୧ ମିନିଟ୍‌ ନୀରବ ପ୍ରାର୍ଥନା କରନ୍ତୁ। ଏଥିସହ ଶପଥ କାର୍ଯ୍ୟକ୍ରମରେ ଭାଗ ନେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। କୋଭିଡ ଯୋଦ୍ଧାଙ୍କ ମନୋବଳ ବଢ଼ାଇବା ଲାଗି ମୁଁ ନିଜେ ଟିଭି, ସୋସିଆଲ ମିଡିଆରେ ଶପଥ ପାଠ କରାଇବି ବୋଲି ସେ କହିଛନ୍ତି। ଗତ ୫ ମାସ ଧରି କରୋନା ବିରୋଧରେ ସଂଗ୍ରାମ ଜାରି ରହିଛି। ଓଡ଼ିଶାର ଜନସାଧାରଣ ଏଥିରେ ସାମିଲ ହୋଇଛନ୍ତି। ଏବେ ପରିବାର ଏବଂ ନିଜର ସୁରକ୍ଷା ପାଇଁ କୋଭିଡ ନିୟମାବଳୀର କଡ଼ାକଡ଼ି ପାଳନ ସମ୍ପର୍କରେ ଆମକୁ ଦାୟିତ୍ୱବାନ ଭାବେ କାମ କରିବାକୁ ପଡ଼ିବ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ବଡ଼ ଝଟକା ଦେଲେ ଟ୍ରମ୍ପ; କାହିଁକି ଏହି ନିଷ୍ପତ୍ତି ନେଲା ଟ୍ରମ୍ପ ପ୍ରଶାସନ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକା ଏପରି ଏକ ନିଷ୍ପତ୍ତି ନେଇଛି ଯାହା ଚାଇନା ପାଇଁ ଏକ ଆଘାତ ସୃଷ୍ଟି କରୁଛି। ଟ୍ରମ୍ପ ପ୍ରଶାସନ ଚାଇନାରୁ ଆମଦାନି ହେଉଥିବା କିଛି ପ୍ରଯୁକ୍ତିବିଦ୍ୟା…

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ…

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ…

ଭାରତ ଉପରେ ଲାଗୁ ହେବ ୧୦୦% ଶୁଳ୍କ? ଆମେରିକାର ନୂଆ ବିଲ କାହିଁକି ଚିନ୍ତା ସୃଷ୍ଟି କରିଛି? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକାର ସିନେଟ ରୁଷିଆ ଉପରେ ଆର୍ଥିକ ଚାପ ବୃଦ୍ଧି କରିବା ପାଇଁ ଏକ ବିଲ ପାସ କରିଛି – ଏହା ଭାରତ ସମେତ ଅନେକ ଦେଶକୁ…

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨୯ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ…

ଓଡ଼ିଶାରେ ଧର୍ମେନ୍ଦ୍ର ପ୍ରଧାନ: ଆସୁ ଆସୁ କହିଦେଲେ ଏମିତି…ରାଜନୀତିରେ ଖେଳିଗଲା ହଇଚଇ

ଭୁବନେଶ୍ୱର, ୨୯।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri