ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରୁ ବଳ ଗୋଟାଇ ଓ ଉପକୂଳ ଆଡେ ମୁହାଁଇଛି ସାଇକ୍ଲୋନ ‘ଦାନା’। ଆଜି ମଧ୍ୟରାତ୍ରିରୁ କାଲି ସକାଳ ଭିତରେ ଭିତରକନିକା-ଧାମରା ପାଖରେ ‘ଦାନା’ ଲ୍ୟାଣ୍ଡଫଲ କରିବ। ଭିତରକନିକା-ଧାମରା ପାଖରେ ଉପକୂଳ ଅତିକ୍ରମ କରିବ। ଏଥିପାଇଁ ହାଜାର ହଜାର ଲୋକଙ୍କୁ ସ୍ଥରାନାନ୍ତର କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝି ସ୍ଥିତି ସମୀକ୍ଷା କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ କଥା ହୋଇଛି। ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସମ୍ପର୍କରେ ଉଭୟ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଏହା ସହିତ ଲୋକଙ୍କ ସୁରକ୍ଷା ପାଇଁ ନିଆ ଯାଇଥିବା ସୁରକ୍ଷା ବଳ, NDRF, ODRAF ଆଦି ମୁତୟନ ସମ୍ପର୍କରେ ମଧ୍ୟ ସୂଚନା ଦେଇଥିଲେ। ଆଲୋଚନା ପରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଛନ୍ତି ।
‘ବାତ୍ୟା’ ଦାନା ୨୪ ରାତିରୁ ୨୫ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଲ୍ୟାଣ୍ଡଫଲ ବେଳେ ସମୁଦ୍ରରେ ଉଚ୍ଚ ଜୁଆର ଆସିପାରେ। କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଉପକୂଳରେ ଜୁଆର ଆସିବ। ଉକ୍ତ ୩ ଜିଲ୍ଲାରେ ୧ରୁ ୨ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ। ସେହିପରି ଜଗତସିଂହପୁର ଜିଲ୍ଲାରେ ୧ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ। ଉକ୍ତ ଜିଲ୍ଲାରେ ନଦୀ ମଧ୍ୟରେ ମଧ୍ୟ ଜୁଆର ମାଡ଼ିଯିବ । ନଦୀରେ ପ୍ରାୟ ୩ କିମି ଉପର ଯାଏ ଜୁଆର ଆସିପାରେ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ପିଇବାକୁ ବାପାଙ୍କୁ ମାଗିଲେ ଟଙ୍କା ନଦେବାରୁ ହାଣିଲେ…

ଦିଗପହଣ୍ଡି,୨୨|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଦସିପୁର ଗାଁ ରେ ଶନିବାର ରାତି ପ୍ରାୟ ୧ ଟାରେ ଘଟିଯାଇଛି ଏକ…

‘ଯେଉଁମାନେ ଖେଳନ୍ତି, କେବଳ ସେମାନେ ପ୍ରସ୍ଫୁଟିତ ହୁଅନ୍ତି…’, ‘ମନ କି ବାତ’ରେ କାନାଡିଆନ ଦଳ ବିଷୟରେ କାହିଁକି କହିଥିଲେ ମୋଦି? ଜାଣନ୍ତୁ…

ନୂଆଦିଲ୍ଲୀ,୨୨।୨: ରବିବାର (୨୨ ଫେବୃଆରୀ) ମନ କି ବାତର ୧୩୧ ତମ ଏପିସୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଏହି ଶିଖର ସମ୍ମିଳନୀରେ ବିଶ୍ୱ AI…

ସୁପର-୮ ପାଇଁ ଟିମ୍‌ ଇଣ୍ଡିଆରେ ହେବ ସଞ୍ଜୁ ସାମସନଙ୍କ ଏଣ୍ଟ୍ରି? ସୂର୍ଯ୍ୟକୁମାର କାହିଁକି କହିଲେ ଏମିତି

ଅହମ୍ମଦାବାଦ,୨୨।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଭାରତ ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ସୁପର-୮ ଅଭିଯାନ ଆରମ୍ଭ କରିବ। ଲିଗ ପର୍ଯ୍ୟାୟରେ ଦଳ ନିଜର ସମସ୍ତ ଚାରୋଟି…

ଅପରେଶନ ସାଇବର କବଚ୍‌: ୬ ଗିରଫ

ଛତ୍ରପୁର,୨୨।୨( ଦିଲ୍ଲୀପ ସାମଲ): ସାଇବର ଅପରାଧୀ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ଅପରେଶନ ସାଇବର କବଚ । ଏହି ଅବସରରେ…

T20 ବିଶ୍ୱକପର ସୁପର-୮ ନିୟମକୁ ନେଇ ହେଲାଣି ହଙ୍ଗାମା, ସମାଲୋଚକଙ୍କୁ ଉପଯୁକ୍ତ ଜବାବ ଦେଲେ ସୁନୀଲ ଗାଭାସ୍କର

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ‘ସୁପର ୮’ ଗ୍ରୁପ ପ୍ରକାଶ ପାଇବା ମାତ୍ରେ ସୋସିଆଲ ମିଡିଆରେ ଏକ ବିତର୍କ ଆରମ୍ଭ ହୋଇଛି। ଲୋକମାନେ ଆଇସିସିର ନିୟମ…

୫ ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ଟି ମିଲକୁ ଧାନଯିବା ଘଟଣା: ତଦନ୍ତ ସରିଲା, ଖସିଯିବେ ବଡ଼ବଡ଼ିଆ

ବରଗଡ଼,୨୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରି ନୂଆଁ କଥା ନୁହେଁ। ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଏହା ଚାଲି ଆସୁଥିବା ଅଭିଯୋଗ ହୋଇଛି।…

ବିମାନ ବନ୍ଦରରେ ଏମିତି କିଛି କଥା କହିଲେ ଅନୁଷ୍କା, ହସ ରୋକି ପାରିଲେନି ବିରାଟ, ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବର୍ତ୍ତମାନ ଭାରତରେ ଅଛନ୍ତି। ସେମାନଙ୍କ ଗସ୍ତ ସମୟରେ, ସେମାନେ ପ୍ରେମାନନ୍ଦ ମହାରାଜ ଜୀଙ୍କ ଆଶ୍ରମ ପରିଦର୍ଶନ…

ଥାଳ ଧରି ବୁଲୁଛି ପାକିସ୍ତାନ, କିନ୍ତୁ ‘ରାଣୀ’ ମରିୟମ କିଣୁଛନ୍ତି ଏତେ ଟଙ୍କାର ବିମାନ, ଜାଣନ୍ତୁ ନୱାଜ ସରିଫଙ୍କ ରାଜକୁମାରୀ କେତେ ଧନୀ

ଇସଲାମାଦାଦ,୨୨।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଝିଅ ଏବଂ ପଞ୍ଜାବର ମୁଖ୍ୟମନ୍ତ୍ରୀ ମରିୟମ ନୱାଜ ବର୍ତ୍ତମାନ ଏକ ବିଳାସପୂର୍ଣ୍ଣ ବିମାନ କିଣିବାକୁ ନେଇ ଖବରରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri