ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ ଅଟକାଇ ବସ୍‌ରେ ଯିବାପାଇଁ ବାଧ୍ୟ କରିଥିଲେ, ବସ୍‌ରେ ଅଧିକା ଲୋକ ବସିଥିବାରୁ କଣ୍ଡକ୍ଟର ବସ୍‌ରେ ଯିବାପାଇଁ ଯୁବକଙ୍କୁ ବlରଣ କରିଥିଲେ। ଏଥିରେ ଉକ୍ଷିପ୍ତ ହୋଇ ଯୁବକ ଜଣଙ୍କ କଣ୍ଡକ୍ଟରକୁ ଏକ ଇଟାରେ ଆକ୍ରମଣ କରିବା ସହିତ ବସ୍‌ କାଚକୁ ଭାଙ୍ଗିବା ପାଇଁ ଉଦ୍ୟମ କରିଥିଲେ। ଖବର ପାଇ ଘସିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିବା ଦେଖିବାକୁ ମିଳିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri