Posted inଜାତୀୟ

ମୁଖ୍ୟମନ୍ତ୍ରୀ ଝାଡୁରେ କଲେ ରାସ୍ତା ସଫା

ଭୋପାଳ,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ମହିଳା ସଫେଇ କର୍ମଚାରୀଙ୍କ ସହିତ ମିଶି ରାସ୍ତାରେ ଝାଡୁ ମାରିଛନ୍ତି। ସେ ଭୋପାଳର ନେହେରୁ ନଗରରେ ମହିଳା ସଫେଇ କର୍ମଚାରୀଙ୍କୁ ଭେଟି ସେମାନଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ସହିତ ମିଶି ଚା’ ପିଇଥିଲେ। ଏନେଇ ମହିଳା ସଫେଇ କର୍ମଚାରୀମାନେ ବେଶ୍‌ ଖୁସି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ସୋନିଆଙ୍କ ଚିଠି

ନୂଆଦିଲ୍ଲୀ,୧୬।୬: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ପତ୍ର ଲେଖିଛନ୍ତି। ପେଟ୍ରୋଲ ଓ ଡିଜେଲ ଦର ଲଗାତାର ଭାବେ...

ରାଷ୍ଟ୍ରପତି ନିର୍ବାଚନ ପାଇଁ ବିପକ୍ଷ ଦଳ ସହ ଆଲୋଚନ କରିବ ଭାଜପା

ନୂଆଦିଲ୍ଲୀ,୧୨।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ଭାଜପା ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଛି। ଉପଯୁକ୍ତ ରାଷ୍ଟ୍ରପତି ପ୍ରାର୍ଥୀ ଚୟନ ପାଇଁ ଭାଜପା ଏନଡିଏ ସହଯୋଗୀମାନଙ୍କ ସହ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୮।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ସୁସ୍ଥ ହେଲେ ଦିଲ୍ଲୀର ପ୍ରଥମ କରୋନା ସଂକ୍ରମିତ ବ୍ୟକ୍ତି

ନୂଆଦିଲ୍ଲୀ,୧୫।୩: ରାଜଧାନୀ ଦିଲ୍ଲୀର ମୟୁର ବିହାର ଫେଜ ୨ରେ ରହୁଥିବା ଜଣେ ୪୫ ବର୍ଷୀୟ ବ୍ୟକ୍ତି କୋଭିଡ- ୧୯ରେ ପୀଡ଼ିତ ଥିବା ପ୍ରଥମେ ଚିହ୍ନଟ କରାଯାଇଥିଲା।...

ପୁଣି ଟିମ୍‌ସି ନେତାଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା

କୋଲକାତା, ୧୨।୧: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଟଙ୍କାର ପାହଡ଼ ଦେଖିବାକୁ ମିଳିଛି। ଶିକ୍ଷା ଦୁର୍ନୀତିରେ ଜଡ଼ିତ ଥିବା ପାର୍ଥ ଚାଟାର୍ଜୀଙ୍କ ପରେ ଏବେ ଆଉ...

ସାବରମତୀ ଆଶ୍ରମରେ ପହଞ୍ଚିଲେ ମୋଦି: ବାପୁଙ୍କୁ ଜଣାଇଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୨।୩: ଚଳିତବର୍ଷ ଦେଶ ସ୍ବାଧୀନତାର ୭୫ ବର୍ଷ ପୂରଣ କରିବ। ଏହି ଅବସରରେ ‘ସ୍ବାଧୀନତାର ଅମୃତ ମହୋତ୍ସବ’ ଆରମ୍ଭ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର...

କେଜ୍‌ରିଓ୍ବାଲଙ୍କୁ ‘ଦୁର୍ନୀତିର ପ୍ରଫେସର’ କହିଲା ଭାଜପା

ନୂଆଦିଲ୍ଲ,୧୮।୧୧: ଦିଲ୍ଲୀ ମହାନଗର ନିଗମ(ଏମସିଡି) ନିର୍ବାଚନ ପାଇଁ ପ୍ରତ୍ୟେକ ଦଳ ନିଜ ନିଜ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର ଆରମ୍ଭ କରିଛନ୍ତି। ଏହି ନିର୍ବାଚନ ପାଇଁ ଏବେ...

ପାକିସ୍ତାନର ପର୍ଦ୍ଦାଫାଶ କଲା ଆରଟିଆଇ: ଦଣ୍ଡାଦେଶ ଶେଷ ପରେ ୫୦୦ ଭାରତୀୟ ପାକିସ୍ତାନ ଜେଲରେ ବନ୍ଦୀ…

ନୂଆଦିଲ୍ଲୀ,୨୪।୫ : ପାକିସ୍ତାନୀ ସାମୁଦ୍ରିକ ସୀମାରେ ବେଆଇନ ମାଛ ଧରିବା ଅଭିଯୋଗରେ କରାଚିର ଏକ ଜେଲରେ ଥିବା ୧୯୮ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କ ଏକ ଦଳ...

Advertisement
Archives

Model This Week