ପୂର୍ବ ସରକାରଙ୍କୁ ଟାର୍ଗେଟ୍‌ କଲେ ମୁଖ୍ୟମନ୍ତ୍ରୀ, କହିଲେ ବିରୋଧୀଙ୍କୁ ଟିକେ ହଜମ ଗୁଲି ଦରକାର

ଛତ୍ରପୁର,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ସୁଭଦ୍ରା’ ଯୋଜନାର ୨ୟ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଞ୍ଜାମ ଜିଲା ବ୍ରହ୍ମପୁର ବିବେକ ବିହାରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ କହିଛନ୍ତି,ପୂର୍ବ ସରକାର କେବଳ ସ୍ଲୋଗାନରେ ଚାଲିଥିଲା। ୨୪ ବର୍ଷରେ ନବୀନ ସରକାର ସ୍ଲୋଗାନରେ ସୀମିତ ଥିଲା। ୯ ମାସର ଆମ ସରକାର କୋଟିଏ ମହିଳାଙ୍କ ପାଖରେ ପହଞ୍ଚିଛି। ଲକ୍ଷପତି ଦିଦି ସୃଷ୍ଟି କରିବା କ୍ଷେତ୍ରରେ ଓଡ଼ିଶା ଦେଶରେ ଦ୍ବିତୀୟ ସ୍ଥାନରେ ରହିଛି। ସବୁଠୁ ବଡ଼ କଥା ହେଲା ନିନ୍ଦୁକମାନେ ଆମ ସଫଳତାକୁ ହଜମ କରିପାରୁ ନାହାନ୍ତି। ବିରୋଧୀଙ୍କୁ ଟିକେ ହଜମ କରିବା ଗୁଲି ଦେବା ଦରକାର ବୋଲି ବ୍ୟଙ୍ଗ କରି କହିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ପୂର୍ବ ସରକାର ଗରିବଙ୍କ ଦୁଃଖ ବୁଝି ପାରି ନ ଥିଲେ ଏଥିପାଇଁ ଆମ ସରକାର ମୁଖ୍ୟମନ୍ତ୍ରୀ କନ୍ୟା ରତ୍ନ ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri