Posted inଜାତୀୟ

ମୁଖ୍ୟମନ୍ତ୍ରୀ ମାତା ପିତାଙ୍କ ସହିତ ନେଲେ କରୋନା ଟିକାର ପ୍ରଥମ ଡୋଜ୍‌

ନୂଆଦିଲ୍ଲୀ,୪।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କରୋନା ଟିକାର ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଅଭିଯାନରେ ଗୁରୁବାର ପ୍ରଥମ ଡୋଜ୍‌ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦିଲ୍ଲୀର ଲୋକନାୟକ ଜୟପ୍ରକାଶ ହସ୍ପିଟାଲରେ ପହଞ୍ଚି କୋଭିଶିଲ୍ଡ ଟିକା ନେଇଛନ୍ତି। ତାଙ୍କ ସହିତ ମାତା ଗୀତା ଦେବୀ ଏବଂ ପିତା ଗୋବିନ୍ଦ ରାମ କେଜରିଓ୍ବାଲଙ୍କୁ ମଧ୍ୟ କରୋନା ଟିକା ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବୟସ ୫୨ ବର୍ଷ। ତେବେ ଡାଇବେଟିସ୍‌ ଥିବାରୁ ସୁରକ୍ଷା ଦୃଷ୍ଟିରୁ ତାଙ୍କୁ କରୋନା ଡୋଜ୍‌ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ଅନୁଚ୍ଛେଦ ୩୭୦ ଉପରେ ଶୁଣାଣି ଟଳିଲା

ନୂଆଦିଲ୍ଲୀ, ୧୬।୮: ସୁପ୍ରିମକୋର୍ଟରେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ଦାଏର ମାମଲାର ଶୁଣାଣି ଟଳିଛି। ଏମଏଲ ଶର୍ମାଙ୍କ ଦ୍ୱାରା ଦାଏର କରାଯାଇଥିବା ଏହି ମାମଲାରେ...

ଆଶ୍ରମରୁ ଶିଶୁକନ୍ୟାକୁ ନେଇଗଲେ ଭାଜପା ବିଧାୟକ

ବରେଲି, ୧୪ା୧୨: ଉତ୍ତରପ୍ରଦେଶର ବରେଲିସ୍ଥିତ ଏକ ଅନାଥ ଆଶ୍ରମରୁ ଜଣେ ଏକ ବର୍ଷୀୟ ଶିଶୁ କନ୍ୟାକୁ ଭାଜପା ବିଧାୟକ ରାଜେଶ ମିଶ୍ର ବେଆଇନ ଭାବେ ନେଇଯାଇଥିବା...

ରାମପୁରହାଟରେ ସିବିଆଇ ତନାଘନା

କୋଲକାତା,୨୬ା୩: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ଫରେନ୍‌ସିକ୍‌ ଟିମ୍‌ ଶୁକ୍ରବାର କୋଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପଶ୍ଚିମବଙ୍ଗର ବୀରଭୂମ ଜିଲା ରାମପୁରହାଟ ଗୃହଦାହ ମାମଲାର ତଦନ୍ତ ଆରମ୍ଭ...

ମୁମ୍ବାଇକୁ ବୁଡ଼ାଇଲା ମୌସୁମୀ: ୨ ଦିନରେ ପହଞ୍ଚିବ ଓଡ଼ିଶା

ନୂଆଦିଲ୍ଲୀ,୯।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ମୁମ୍ବାଇ ସମେତ ଆଭ୍ୟନ୍ତରୀଣ ମହାରାଷ୍ଟ୍ରର କିଛି ଅଞ୍ଚଳ ଏବଂ ଦକ୍ଷିଣ ଗୁଜୁରାଟ ଏବଂ ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶର କିଛି...

କଚ୍ଛ ଉପକୂଳରେ ୩ ନୌକା ସହ ଜଣେ ପାକିସ୍ତାନି ନାଗରିକ ଅଟକ

ଅହମଦାବାଦ,୧ ।୨: ସୀମା ସୁରକ୍ଷା ବଳ ଭାରତ-ପାକିସ୍ତାନ ସମୁଦ୍ର ସୀମାରେ ଗୁଜରାଟର କଚ୍ଛ ଜିଲା ଉପକୂଳରେ ଜଣେ ପାକିସ୍ତାନି ନାଗରିକଙ୍କୁ ଧରିନେଇଛନ୍ତି । ଏହାସହ ମାଛ...

ମା’ର ମମତା: ୫ ବର୍ଷର ରୋଗୀଣା ପୁଅକୁ ଦେଖିବାକୁ ୧୮ଶହ କିଲୋମଟିର ଗାଡ଼ି ଚଳାଇ ପହଞ୍ଚିଲେ ମହିଳା

ଜାମସେଦପୁର,୨୮।୭: କୁହାଯାଏ ମା’ର ମମତା ସବୁଠାରୁ ନିଆରା। ସେ ନିଜ ପିଲାର ସୁରକ୍ଷା ପାଇଁ ସାତ ସମୁଦ୍ର ତେର ନଈ ପାର କରିପାରେ। ଏବେ ଏମିତି...

ଦେବାଳିଆ ମାମଲାର ବିଚାର ୩୩୦ ଦିନ ମଧ୍ୟରେ ଶେଷ କରିବାକୁ ଏସ୍‌ସିଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧୩।୯: ଦେବାଳିଆ ମାମଲାର ବିଚାର ୩୩୦ ଦିନ ମଧ୍ୟରେ ଶେଷ କରିବାକୁ ସୁପ୍ରିମ୍‌କୋର୍ଟ (ଏସ୍‌ସି) ସୋମବାର କହିଛନ୍ତି। ନ୍ୟାଶନାଲ କମ୍ପାନୀ ଲ ଆପେଲେଟ୍‌ ଟ୍ରିବ୍ୟୁନାଲକୁ ଏନେଇ...

ପୁଣି ଲକ୍‌ଡାଉନ୍‌ ମୁହାଁ ଦେଶ, ୧୦ ରାଜ୍ୟର ୨୭ ଜିଲାରେ କରୋନା ବେକାବୁ…

ନୂଆଦିଲ୍ଲୀ,୧୧।୧୨: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଦେଶରେ ପୁଣି ଆତଙ୍କ ସୃଷ୍ଟି ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ୧୦ ରାଜ୍ୟର ୨୭...

Advertisement
Archives

Model This Week