ଲୀଳାମୟଙ୍କ ଦର୍ଶନ କରି ଭାବବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ

ପୁରୀ,୧୧ା୬: ଆଜି ଅର୍ଥାତ୍‌ ବୁଧବାର ସ୍ନାନପୂର୍ଣ୍ଣିମା। ଭକ୍ତିମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ବଡ଼ଦାଣ୍ଡ ଏକପ୍ରକାର ଲୋକାରଣ୍ୟ ହୋଇଛି। ଏହି ଅବସରରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନବେଦିରେ ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ମହାପ୍ରଭୁଙ୍କ ଏହି ଦିବ୍ୟ ଦର୍ଶନ କରିବାକୁ ପୁରୀରେ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ମୁଖ୍ୟମନ୍ତ୍ରୀ ବଡ଼ଦାଣ୍ଡରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଭାବବିହ୍ବଳ ହୋଇପଡ଼ିଛନ୍ତି।

୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ସହ ଭକ୍ତଙ୍କୁ ଦୁର୍ଲଭ ହାତୀବେଶରେ ଦର୍ଶନ ଦେବେ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ବ୍ୟାରିକେଡ୍‌ ବ୍ୟବସ୍ଥା ହୋଇଛି। ଆଇନଶୃଙ୍ଖଳା, ଭିଡ଼ ନିୟନ୍ତ୍ରଣ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।
ନୀତି ନିର୍ଘଣ୍ଟ ଅନୁଯାୟୀ, ଭୋର ୪.୩୦ରେ ମଙ୍ଗଳାର୍ପଣ, ଭୋର ୫ଟାରେ ଧାଡ଼ି ପହଣ୍ଡି କରାଯାଇଥିଲା। ସକାଳ ୯ଟାରେ ମଙ୍ଗଳଆଳତି ପରେ ଅନ୍ୟାନ୍ୟ ନୀତି ହେବ। ଅପରାହ୍ନ ୩ଟା ୩୦ରେ ଛେରାପହଁରା, ୪ଟା ୩୦ରେ ହାତୀବେଶ ଅନୁଷ୍ଠିତ ହେବ। ରାତି ୧୧ଟାରେ ହାତୀବେଶ ମଇଲମ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

ସୂର୍ଯ୍ୟ-ଶନିଙ୍କ ମୁହାଁମୁହିଁ ଦୃଷ୍ଟି: ସତର୍କ ରୁହନ୍ତୁ ୩ ରାଶି; ଚାଲିଯିବ ସବୁ ଟଙ୍କା, କ୍ୟାରିୟରରେ ବଡ଼ ସଙ୍କଟ!

ସୂର୍ଯ୍ୟ ଏବଂ ଶନିଙ୍କ ମଧ୍ୟରେ ପ୍ରତିଯୁତି ଦୃଷ୍ଟି ଯୋଗ ଗଠନ ଅନେକ ରାଶି ପାଇଁ ଅଶୁଭ ସାବ୍ୟସ୍ତ ହୋଇପାରେ। ସୂର୍ଯ୍ୟ ଏବଂ ଶନି ମୁହାଁମୁହିଁ ହେବା ଏକ…

ଅଧରାତିରେ ଭାରତରେ ଭୂକମ୍ପ ଝଟ୍‌କା: ୨ ରାଜ୍ୟକୁ ଦୋହଲାଇଦେଲା…

ନୂଆଦିଲ୍‌ଲୀ,୪।୧୦: ଭାରତ, ଇଣ୍ଡୋନେସିଆ ଏବଂ ମିଆଁମାରର ଅନେକ ସହରରେ ଗତ ବିଳମ୍ୱିତ ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?