ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…

ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଓଡ଼ିଶାକୁ ସମୃଦ୍ଧ କରିବାକୁ ପ୍ରାର୍ଥନା କଲି। ସାରା ଜଗତର କଲ୍ୟାଣ ପାଇଁ ପ୍ରାର୍ଥନା କଲି।

ତାଙ୍କ ସହିତ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏବଂ ପୁରୀ ଏମ୍‌ପି ସମ୍ବିତ ପାତ୍ର ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।

Dharitri – Odisha’s No.1 Odia Daily

Share