Posted inରାଜ୍ୟ

ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର,୧୮।୭(ବ୍ୟୁରୋ) : ଦେଶର ୧୫ ତମ ରାଷ୍ଟ୍ରପତି ଚୟନ ପାଇଁ ମତଦାନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନରେ ମତଦାନ କରିଛନ୍ତି। ଏହି ଭୋଟିଂ ପ୍ରକ୍ରିୟାରେ ମୋଟ ୪୮୦୦ ନିର୍ବାଚିତ ଏମ୍‌ପି ଏବଂ ବିଧାୟକ ଅଂଶଗ୍ରହଣ କରୁଛନ୍ତି। ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ୨୭ ରାଜନୈତିକ ଦଳର ସମର୍ଥନ ରହିଛି। ବିରୋଧି ଦଳଙ୍କ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ ୧୪ ଟି ଦଳର ସମର୍ଥନ ରହିଛି। ସେ ପ୍ରାୟ ୩.୬୨ ଲକ୍ଷ ଭୋଟ ପାଇବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri