ଧାମନଗର ଉପନିର୍ବାଚନ:ଆଜି ଭର୍ଚୁଆଲ ମୋଡ୍‌ରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଭଦ୍ରକ ଜିଲାର ଧାମନଗର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରୁ ଭର୍ଚୁଆଲ ମୋଡ୍‌ରେ ପ୍ରଚାର କରିବେ। ଏଥିଲାଗି ଧାମନଗର ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଏଲଇଡି ଲଗାଯାଇଛି। ଧୂଷୁରୀ, ଅସୁରାଳି, ଧାମନଗର, ତିହିଡ଼ି ଆଦି ୧୩ଟି ସ୍ଥାନରେ ଏଲଇଡି ଲଗାଯାଇଛି। ଏଥିରେ ଯୋଗ ଦେବାକୁ ସମସ୍ତଙ୍କୁ ନିବେଦନ କରାଯାଇଛି।

ସୂଚନାଯୋଗ୍ୟ, ଧାମନଗରରେ ତିନି ପ୍ରମୁଖ ଦଳ ଭାଜପା,କଂଗ୍ରେସ ଏବଂ ବିଜେଡି ପକ୍ଷରୁ ଦଳର ତୁଙ୍ଗ ନେତାମାନେ ପ୍ରଚାରକୁ ଜୋରଦାର କରିଛନ୍ତି। ଆସନ୍ତା ୩ ତାରିଖରେ ଏଠାରେ ନିର୍ବାଚନ ଅନୁଷ୍ଠିତ ହେବ। ତେଣୁ ସବୁ ଦଳ ପକ୍ଷରୁ ପ୍ରଚାର ଜମୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri