ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ

ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ ଥିବା ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉପସ୍ଥିତ ରହିବେ।
ମିଳିଥିବା ସୂଚନାନୁଯାୟୀ, ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ଆସି ମଙ୍ଗଳବାର ଅପରାହ୍ନ ୩ଟାରେ ବରଗଡ଼ର ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇବେ। ସେଠାରୁ ରୋଡ଼ ଶୋ’ରେ ଉତ୍ସବସ୍ଥଳୀକୁ ଯିବେ। ଅପରାହ୍ନ ୪ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ହେବାକୁ ଥିବା ଉତ୍ସବରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ ଏବଂ ସେଠାରେ ଉପସ୍ଥିତ ଜନତାଙ୍କୁ ସମ୍ବାଧିତ କରିବେ।


ସେହିପରି ସନ୍ଧ୍ୟା ୭ଟାରୁ ରାତି ୮ଟା ପର୍ଯ୍ୟନ୍ତ ବରଗଡ଼ର ସଚେତନ ନାଗରିକ ଏବଂ ବରିଷ୍ଠ ଅଧିକାରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri