ମାର୍ଚ୍ଚ ୮ରେ ଗଞ୍ଜାମ ଆସିବେ ମୁଖ୍ୟମନ୍ତ୍ରୀ: ସୁଭଦ୍ରା ଟଙ୍କା କରିବେ ବଣ୍ଟନ

ଛତ୍ରପୁର,୨୭।୨(ଦିଲ୍ଲୀପ ସାମଲ): ଆସନ୍ତା ୮ରେ ଗଞ୍ଜାମ ଆସିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହା ତାଙ୍କର ଗଞ୍ଜାମକୁ ୨ୟ ଗସ୍ତ ଅଟେ । ମାର୍ଚ୍ଚ ୮ ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ସୁଭଦ୍ରା ଯୋଜନାର ପ୍ରଥମ ପର୍ଯ୍ୟାୟ ର ଶେଷ କିସ୍ତି ଓ ଦ୍ୱିତୀୟ ପର୍ଯ୍ୟାୟ ର ପ୍ରଥମ କିସ୍ତି ବଂଟନ କରିବାର କାର୍ଯ୍ୟକ୍ରମ ରହିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷ ହିତାଧିକାରୀ ସୁୁଭଦ୍ରାରେ ସାମିଲ ହୋଇଥିବା ବେଳେ ଉକ୍ତ ଦିନ ଏକ କୋଟି ଟିପିଯିବେ। ସୁଭଦ୍ରାରେ ଯେଉଁମାନେ ମାର୍ଚ୍ଚ ୮ରେ ଯୋଡି ହେବେ ସେମାନଙ୍କ ଉଭୟ ପ୍ରଥମ କିସ୍ତି ଓ ଦ୍ୱିତୀୟ କିସ୍ତି ମଧ୍ୟ ଟଙ୍କା ମିଳିବ।
ଗଞ୍ଜାମ ଜିଲାରେ ୯ ଲକ୍ଷରୁ ଅଧିକ ମହିଳା ଏହି ସୁଭଦ୍ରା ଯୋଜନାରେ ସାମିଲ ହୋଇଥିବା ଜଣାପଡିଛି । ଗଞ୍ଜାମ ଜିଲାରେ ମୁଖ୍ୟମନ୍ତ୍ରୀ ଆସି ଏହାର ଶୁଭାରମ୍ଭ କରିବେ ବୋଲି ସୂଚନା ମିଳିଛି । ଉକ୍ତ ଦିନ ଜିଲାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ସମେତ ବିଭିନ୍ନ ପ୍ରକଳ୍ପର ଉଦଘାଟନ କାର୍ଯ୍ୟକ୍ରମ ରହିଛି। ଏନେଇ ଗୁରୁବାର ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଭାଗକୁ ନେଇ ଏକ ବୈଠକ ମଧ୍ୟ ହୋଇଥିବା ଜଣାପଡିଛି। କେଉଁ ପ୍ରକଳ୍ପର ଶିଳାନ୍ୟାସ ହେବ ଏବଂ କେଉଁ ପ୍ରକଳ୍ପର ଉଦଘାଟନ କରାଯିବ ସେନେଇ ଏକ ପ୍ରାକ ପ୍ରସ୍ତୁତି ଆରମ୍ଭ କରିଦେଇଛି ଗଞ୍ଜାମ ପ୍ରଶାସନ । ଆଉ କିଛି ଦିନ ଗଲେ କେଉଁ ସ୍ଥାନରେ ଏବ କେତେ କୋଟିର ପ୍ରକଳ୍ପ ଶିଳାନ୍ୟାସ ଓ ଉଦଘାଟନ ହେବ ତାହା ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri