ବାତ୍ୟା ପ୍ରଭାବିତ ଅଞ୍ଚଳରେ ଏରିଏଲ୍‌ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ଅପରାହ୍ନ ସାଢେ ୧୨ଟାରେ ମୁଖ୍ୟମନ୍ତ୍ରୀ ଏରିଏଲ୍‌ ସର୍ଭେ କରିବେ ବୋଲି ଜଣାପଡ଼ିଛି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଧରି ଅନୁଧ୍ୟାନ କରିବେ। ଏନେଇ ଚିଠିଲେଖି ସଂପୃକ୍ତ ଜିଲାର ଜିଲାପାଳମାନଙ୍କୁ ସୂଚନା ଦିଆଯାଇଛି। ତେବେ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କିଛି ପ୍ୟାକେଜ ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏହା ପୂର୍ବରୁ ବୁଧବାର ବାତ୍ୟା ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ। ବାତ୍ୟା ପ୍ରଭାବିତ ୧୨୮ଟି ଗାଁର ସମସ୍ତ ପରିବାରକୁ ୭ ଦିନ ରିଲିଫ ଦିଆଯିବ ବୋଲି ଘୋଷଣା କରିଥିଲେ। ସେହିପରି ବାତ୍ୟାରେ କ୍ଷତିଗସ୍ତ ହୋଇଥିବା ପ୍ରମୁଖ ରାସ୍ତାଗୁଡିକୁ ୨୪ ଘଣ୍ଟା ମଧ୍ୟରେ ମରାମତି କରାଯିବ ଏବଂ ପ୍ରଭାବିତ ଜିଲାରେ ୮୦ ପ୍ରତିଶତ ବିଦ୍ୟୁତ ଯୋଗାଣକୁ ସ୍ବାଭାବିକ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ନିର୍ମମ ହତ୍ୟା, ଜଣେ ଗୁରୁତର

ସିମୁଳିଆ,୧୮ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ତହସିଲ ରାସ୍ତାରେ ଶନିବାର ଭୋର୍‌ ସମୟରେ ପ୍ରଦୀପ କୁମାର ନାୟକ ଓରଫ ବଳିଆ(୩୫) ନାମକ ଜଣେ ଯୁବକଙ୍କୁ ନିର୍ମମ ଭାବେ...

ନିର୍ମାଲ୍ୟ ସମ୍ମାନ ସମାରୋହ: ରାଇମୋହନଙ୍କୁ ଲାଇଫ ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ

ପୁରୀ ଅଫିସ, ୨ା୧୧: ନିର୍ମାଲ୍ୟ ସଙ୍ଗଠନ ଆନୁକୂଲ୍ୟରେ ଶୁକ୍ରବାର ପୁରୀ ମୁକ୍ତାକାଶ ରଙ୍ଗମଞ୍ଚରେ ନିର୍ମାଲ୍ୟ ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ଚଳଚ୍ଚିତ୍ର ଓ...

ନାଲ୍‌କୋରେ ୨୩ ମଣ୍ଡପରେ ଦେବଶିଳ୍ପୀଙ୍କୁ ଆରାଧନା: ପ୍ରଥମ ଦିନରେ ୩୦ ହଜାର ଶ୍ରଦ୍ଧାଳୁ

ବଅଁରପାଳ, ୧୮।୯ (ଡି.ଏନ୍‌.ଏ.)-ଅନୁଗୋଳ ଜିଲା ନାଲ୍‌କୋର ଗଣପର୍ବ ଭାବେ ପରିଚିତ ବିଶ୍ୱକର୍ମା ପୂଜା ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି। ଚଳିତ ବର୍ଷ ୨୩ଟି ମଣ୍ଡପରେ ପ୍ରଭୁ...

ଚୋରି ଧରିବା ପାଇଁ ଖଟବୁଲା ପୋଲିସ ବଦଳରେ ଖୋଜାପଡୁଛି ଗୁଣିଆ

ନୟାଗଡ଼ ଅଫିସ,୨୩ା୬- ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଧରିବା ପାଇଁ ଖଟ ବୁଲୁଥିବା ଦେଖିବାକୁ ମିଳୁଛି। କୌଣସି ଗ୍ରାମରେ ଚୋରି ହେଲେ ଲୋକମାନେ ପୋଲିସ...

ଏନ୍‌ଏଚ୍‌ ୪୯ ଅବରୋଧ

କେନ୍ଦୁଝର,୧୦।୧୦(ସ୍ବ.ପ୍ର.): କେନ୍ଦୁଝର ସଦର ବିଧାୟକ ମୋହନ ମାଝିଙ୍କ ଗାଡ଼ି ଉପରେ ବୋମା ମାଡ଼ ପ୍ରତିବାଦରେ କେନ୍ଦୁଝରରେ ଟାୟାର ଜାଳି ଭାଜପା ପକ୍ଷରୁ ରାସ୍ତାରୋକୋ କରାଯାଇଛି। ଏନ୍‌ଏଚ୍‌...

ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର, ୩୧ା୮(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ ଘଟଣାରେ ଅଭିଯୁକ୍ତଙ୍କୁ ଚିହ୍ନଟ କରିବା ପରେ ଶୁକ୍ରବାର ରାତିରେ ତାଙ୍କୁ ଗିରଫ କରିଛି ପୋଲିସ।...

ବନ୍ୟପ୍ରାଣୀ ସଂରକ୍ଷଣ ଆଇନ: ସଂଶୋଧନ ପାଇଁ କେନ୍ଦ୍ର ତରବର

ନୂଆଦିଲ୍ଲୀ/ଭୁବନେଶ୍ୱର,୧୩ା୨(ବ୍ୟୁରୋ): ଗତବର୍ଷ ଭାରତ ସରକାର ଲୋକଙ୍କ ପରାମର୍ଶ ନ ନେଇ ପାର୍ଲାମେଣ୍ଟରେ ଦୁଇଟି ବିଲ୍‌ ଆଗତ କରିଥିଲେ। ଜୈବିକ ଉତ୍ସଗୁଡ଼ିକୁ ନିୟନ୍ତ୍ରଣ କରୁଥିବା ଜୈବ ବିବିଧତା...

ଦିଲ୍ଲୀ ଶିକ୍ଷାମନ୍ତ୍ରୀଙ୍କ ସହ ଗଣଶିକ୍ଷା ମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୋମବାର ଦିଲ୍ଲୀ ଗସ୍ତ କରିଛନ୍ତି। ସେ ସେଠାରେ ପହଞ୍ଚତ୍ବା ପରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ...

Advertisement
Archives

Model This Week