ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୧୦: ଆସନ୍ତାକାଲି ଅର୍ଥାତ୍‌ ବୁଧବାର ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ମଧ୍ୟ ରହିବେ। ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇ ନିବେଶକ ସମ୍ମିଳନୀରେ ଯୋଗଦେବେ। ରାଜ୍ୟକୁ ନିବେଶ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଶକଙ୍କ ଆଲୋଚନା କରିବେ।

ସୂଚନାଯୋଗ୍ୟ, ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନରେ ଯାଇଥିଲେ।  ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯାଇଥିଲେ ମୁଖ୍ୟମନ୍ତ୍ରୀ।

ଆଗକୁ ଝାଡଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ରାଞ୍ଚି ଅଭିମୁଖେ ଯାଇଥିଲେ। ରାଞ୍ଚିରୁ ହେଲିକପ୍ଟର ଯୋଗେ ପଶ୍ଚିମ ସିଂହଭୂମରେ ପହଞ୍ଚିଥିଲେ।

ଅପରାହ୍ନ ୧ଟାରେ ମୁଖ୍ୟମନ୍ତ୍ରୀ ଜମାଣି ମୈଦାନରେ ଭାଜପାର ପରିବର୍ତ୍ତନ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏପରିକି ଅପରାହ୍ନ ୩ଟାରେ ମାଝଗାଓଁ ସ୍କୁଲ ପଡ଼ିଆରେ ସଭାକୁ ସମ୍ବୋଧିତ କରିବେ। ଅପରାହ୍ନ ୫ଟାରେ ଚାଇଁବାସା ସର୍କିଟ ହାଉସରେ ପହଞ୍ଚି ରାତ୍ରୀ ଯାପନ କରିବାର କାର୍ଯ୍ୟକ୍ରମ ରହିଛି। ପୁଣି ୧ ତାରିଖରେ ଚାଇବାସାରେ ଜନସଭାକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ପରେ ଅପରାହ୍ନ ୪ଟା ୧୦ରେ ରାଞ୍ଚିରୁ ଭୁବନେଶ୍ୱର ଫେରି ଆସିବାର କାର୍ଯ୍ୟକ୍ରମର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri