ପଦ୍ମପୁର ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୨(ବ୍ୟରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପଦ୍ମପୁର ଯିବାର କାର୍ଯ୍ୟକ୍ରମ ରହିଛି।
ପୂର୍ବାହ୍ନ ୧୦ଟାରେ ପଦ୍ମପୁରରେ ପହଞ୍ଚି ପ୍ରାୟ ସାଢ଼େ ୧୧ଟାରେ ଝାରବନ୍ଧରେ ଜନସଭାକୁ ସମ୍ବୋଧିତ କରିବେ ବୋଲି ଜଣାପଡିଛି। ତା’ପରେ ପାଇକମାଳ ହାଇସ୍କୁଲ ପଡ଼ିଆରେ ଆୟୋଜିତ ସଭାକୁ ସମ୍ବୋଧିତ କରିବେ। ଏହାପରେ ଅପରାହ୍ନ ସାଢ଼େ ୩ଟାରେ ପଦ୍ମପୁର ହାଇସ୍କୁଲ ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସିବାର ସୂଚନା ମିଳିଛଇ । ତେବେ ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କ କୌଣସି ରୋଡ ଶୋ’ କାର୍ଯ୍ୟକ୍ରମ ନ ଥିବା ଦଳ ସୂତ୍ରରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri