ରାତି ପାହିଲେ ମକର ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ: ବଣ୍ଟା ଗଲା…

ପାଟଣା,୧୩।୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ରଘୁନାଥ ଜୀଉ ମଠ ସଂଲଗ୍ନ ବୈତରଣୀ ନଦୀ ଘାଟରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମକର ସଂକ୍ରାନ୍ତିରେ ବୁଡ ପକାଇବେ। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ପତ୍ର ସଂଖ୍ୟା ୧୧୮/୨୬ରେ ବିଭିନ୍ନ ଅଧିକାରୀଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଓଭର ଅଲ ସୁପର ଭିଜନ ପାଇଁ ଉପ ଜିଲାପାଳ ଉମାଶଙ୍କର ଦଳେଇ, ବୈତରଣୀ ନଦୀ ଘାଟ ପାଇଁ ପାଟଣା ତହସିଲ ଦାର ଅଶ୍ୱିନୀ କୁମାର ନାଏକ, ମଠ ପାଇଁ ବିଡିଓ ମାନସ କୁମାର ଦଣ୍ଡପାଟ, ଚେଞ୍ଜିଂ ରୁମ ଦାୟିତ୍ୱରେ ପାଟଣା ଅତିରିକ୍ତ ତହସିଲଦାର ଶରଣ କୁମାର ଜେନା ପ୍ରମୁଖ ରହିବେ। ଏ ନେଇ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।

ସୋମବାର ଜିଲା ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲକର ଦାଗୁଡୁ, ଚମ୍ପୁଆ ଅତିରିକ୍ତ ଜିଲାପାଳ ଉମାକାନ୍ତ ପରିଡା, ପାଟଣା ବିଡିଓ ମାନସ କୁମାର ଦଣ୍ଡ ପାଟ, ପାଟଣା ତହସିଲଦାର ଅଶ୍ୱିନୀ କୁମାର ନାଏକ, ତୁରୁମୁଙ୍ଗା ଥାନା ଅଧିକାରୀ ଦୀପ୍ତି ରଞ୍ଜନ ସାହୁ ,ରାଜନଗର ସରପଞ୍ଚ ସୁଧାଂଶୁଶେଖର ନାୟକ ଉପସ୍ଥିତ ଥାଇ ବିଭିନ୍ନ କାର୍ଯ୍ୟ ର ତଦାରଖ କରିଛନ୍ତି। ପାଟଣା ଅଗ୍ନିଶମ ବାହିନୀ ତରଫରୁ ଅଗ୍ନିଶମ ଅଧିକାରୀ ଗୌର ହେମ୍ରମଙ୍କ ନେତୃତ୍ୱରେ ବୁଡାଳିମାନେ ବୁଡ ପକାଇବା ସ୍ଥାନ ବୈତରଣୀ ନଦୀ ପାଣିରେ ପଶି ଯାଞ୍ଚ କରିଚନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri