ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଓଡ଼ିଶା ସରକାର ପୂର୍ବ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥିପାଇଁ ପ୍ରଶାସନିକସ୍ତରରେ ଲଗାତର ବୈଠକ ଚାଲିଛି। ଏହିକ୍ରମରେ ଶନିବାର ଅପରାହ୍ନରେ ବାତ୍ୟା ମୁକାବିଲାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବାତ୍ୟା ମୁକାବିଲା ନେଇ କିଭଳି ପ୍ରସ୍ତୁତି କରାଯାଇଛି ସେନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବା ସହ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ କମିଶନର, ଉପକୂଳବର୍ତ୍ତୀ ଜିଲାର ଜିଲାପାଳ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ ସାମିଲ ହେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଧାନମନ୍ତ୍ରୀ ମନ୍ଦିର ବଞ୍ଚାନ୍ତୁ’

ପୁରୀ ଅଫିସ,୧୦।୫: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ କ୍ଷୋଭ ପ୍ରକାଶ କରିଛନ୍ତି । ସେ କହିଛନ୍ତି, ଯାହା କ୍ଷତି...

ଆରଆଇଙ୍କୁ ଗୋଡ଼ାଇ ପିଟିଲେ ପଥର ମାଫିଆ

ନୀଳଗିରି,୨୫ା୭(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ତହସିଲ ଅଧୀନ ବାଘମରା ଗାଁରେ ସୋମବାର ସଜନାଗଡ଼ ଆର୍‌ଆଇ ସନ୍ତୋଷ କୁମାର ବେହେରାଙ୍କୁ ପଥର ମାଫିଆମାନେ ଗୋଡ଼ାଇ ଗୋଡ଼ାଇ ମାଡ଼...

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଥିବା ମଙ୍ଗୁ ମଠ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୯।୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଥିବା ମଙ୍ଗୁ ମଠ ଉଚ୍ଛେଦ ସୋମବାର ସକାଳୁ ଆରମ୍ଭ ହୋଇଛି। ପୂର୍ବରୁ ଏହି ମଠକୁ ଭାଙ୍ଗିବା ପାଇଁ ପ୍ରଶାସନ...

ରାଜ୍ୟର ପ୍ରମୁଖ ବସ୍‌ଷ୍ଟାଣ୍ଡକୁ ବିମାନବନ୍ଦର ଭଳି ଉନ୍ନତ କରାଯିବ: ମନ୍ତ୍ରୀ

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟର ସମସ୍ତ ବସ୍‌ଷ୍ଟାଣ୍ଡଗୁଡ଼ିକର ଉନ୍ନତୀକରଣ କରାଯିବ। ଏପରିକି ପ୍ରମୁଖ ବସ୍‌ଷ୍ଟାଣ୍ଡଗୁଡ଼ିକୁ ବିମାନ ବନ୍ଦର ଭଳି ଉନ୍ନତ କରାଯିବ। ବସ୍‌ଷ୍ଟାଣ୍ଡରେ ଶପିଂମଲ ଓ ମଲ୍ଟି ପ୍ଲେକ୍ସ...

କୋର୍ଟ, ସରକାରଙ୍କ ନିର୍ଦ୍ଦେଶ ମାନୁନାହାନ୍ତି ଘରୋଇ ହସ୍ପିଟାଲ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ଘରୋଇ ହସ୍ପିଟାଲରେ ରୋଗୀଙ୍କୁ ଲୁଟ କରାଯାଉଛି। ଏପରି କି ମୃତ୍ୟୁ ପରେ ମଧ୍ୟ ଟଙ୍କା ନ ଦେଲେ ମୃତଦେହ ଛଡ଼ା ଯାଉନାହିଁ। ଦୀର୍ଘ ସମୟ...

ଦୁର୍ଘଟଣା ପରେ ସର୍ଭେ ସଂସ୍ଥାର ଅଫିସରଙ୍କୁ ପିଟି ମାରିଥିଲେ, ଚଢ଼ାଉ କରି ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବାଙ୍ଗିରିପୋଷି,୨୨।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଜାତୀୟ ରାଜପଥ ୪୯ କତରା ଛକ ନିକଟରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ...

ସମୁଦ୍ର ମଝିରୁ ୩ ବାଂଲାଦେଶୀ ଧୀବର ଉଦ୍ଧାର

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା (ଏଆଇଏସ୍‌ଏସ୍‌ଇଇ) ୨୦୨୩ ଜାନୁୟାରୀ ୮ରେ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୨୧ ତାରିଖରୁ ଅନ୍‌ଲାଇନ ଆବେଦନ...

ବରିଷ୍ଠ ନାଗରିକ, ଗର୍ଭବତୀଙ୍କୁ ମନା

ଛତ୍ରପୁର,୨୯।୩: ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଯାତ୍ରା ମଙ୍ଗଳବାର ଆରମ୍ଭ ହେବ। ଯାତ୍ରା ମାସେ ପର୍ଯ୍ୟନ୍ତ ପାରମ୍ପରିକ ରୀତିନୀତି ଅନୁସାରେ ଚାଳିବ ହେବ...

Advertisement
Archives

Model This Week