ଅପରାହ୍ନରେ କୋଭିଡ୍‌ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ରାଜ୍ୟରେ କୋଭିଡ ସ୍ଥିତି ସମୀକ୍ଷା କରିବେ । ଏ ନେଇ ସାଢ଼େ ୫ଟାରେ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା ହେବ । ବୈଠକରେ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ ଆର.କେ ଶର୍ମା, ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ସହ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ୧୫ରୁ ୧୮ ବର୍ଷ ବୟସ୍କଙ୍କ ଟିକାକରଣକୁ ତ୍ୱରାନ୍ବିତ କରିବା ସହ ବୁଷ୍ଟର ଡୋଜ ପ୍ରକ୍ରିୟାକୁ ଜୋରଦାର କରିବା ଉପରେ ଆଲୋଚନା ହେବା ନେଇ ସୂଚନା ମିଳିଛି। ଏହା ସଂକ୍ରମଣ ବଢୁଥିବାରୁ କଟକଣାକୁ କଡ଼ାକଡ଼ି କରିବା ସମ୍ପର୍କରେ ମଧ୍ୟ ଆଲୋଚନା ହେବ । ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୫ ହଜାର ମୁହାଁ ହୋଇଛି। ସଂକ୍ରମଣ ଉପରମୁହାଁ ହେଉଥିବା ବେଳେ ଆଜି ସ୍ଥିତି ନେଇ ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କୁ ଅପଡେଟ୍‌ କରାଇବେ ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri