ମାର୍ଚ୍ଚ ୫ରେ କଳାହାଣ୍ଡି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

କୋକସରା,୨୬।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ୍‌ ୱେକୁ ଆସନ୍ତା ମାର୍ଚ୍ଚ ୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏପରି କି ପର୍ଯ୍ୟଟନସ୍ଥଳୀ ଗୁଡ଼ହାଣ୍ଡି ଡୋକରୀଚଞ୍ଚରା ସମେତ ବିଭିନ୍ନ ପ୍ରକଳ୍ପର ଶୁଭ ଲୋକାର୍ପଣ କରିବେ ବୋଲି ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ତୀକ୍ଷ୍ଣ ନଜର ରଖାଯାଇଛି। ରବିବାର କଳାହାଣ୍ଡି ଜିଲା ବିଜେଡି ସଭାପତି ତଥା ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓ ବିଜୁ ଏକ୍ସପ୍ରେସ୍‌ ୱେ ଓ ମୁଖ୍ୟମନ୍ତ୍ରୀଙ୍କ ଆସିବା ରାସ୍ତାର ବିଭିନ୍ନ ସ୍ଥାନ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଆମପାଣିଠାରୁ ଆରମ୍ଭ ହେଉଥିବା ବିଜୁ ଏକ୍ସପ୍ରେସ୍‌ ୱେର ନିର୍ମାଣ କାର୍ଯ୍ୟ ତଦାରଖ ଏବଂ ଦଳୀୟ କର୍ମୀଙ୍କ ସହ ଆଲୋଚନା କରିଛନ୍ତି। ପରେ ଜିଲା ସଭାପତି କନ୍ଦାଗଡ଼ ନିକଟରେ ଥିବା ହେଲିପ୍ୟାଡ୍‌ ପରିଦର୍ଶନ ସହ ଗୋତୋମୁଣ୍ଡା, ବେହେରାଠାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ନେଇ ଦଳୀୟ କର୍ମକର୍ତ୍ତା ଓ ଜିଲା ପ୍ରଶାସନିକ ଅଧିକାରୀଙ୍କ ସହ କଥା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri