ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା,୫ା୧୧: ଆସନ୍ତାକାଲି ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରଚାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ କୋମନାରେ ରୋଡ୍‌ ଶୋ’କରିବେ। ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ମଧ୍ୟ ଏହି ପ୍ରଚାରରେ ସାମିଲ ହେବେ। ପରେ ପଞ୍ଚମପୁରରେ ସାଧାରଣ ଏକ ସଭା କରିବେ ବିଷ୍ଣୁଦେବ।

Dharitri – The Largest & Most Trusted Odia Daily

Share