Posted inରାଜ୍ୟ

ଆସନ୍ତାକାଲି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୮(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟର ବନ୍ୟାଞ୍ଚଳ ପରିଦର୍ଶନ କରିବେ। ଏହାପରେ ବରିଷ୍ଠ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ଏ ନେଇ ରବିବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି। ସେହିପରି ବନ୍ୟାସ୍ଥିତି ନେଇ ମଧ୍ୟ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବ୍ରାହ୍ମଣୀ ସିଷ୍ଟମର ରେଙ୍ଗାଳି ଡ୍ୟାମର କେବଳ ୪ଟି ଗେଟ୍‌ ଖୋଲାଯାଇଥିଲା। ମାତ୍ର ପ୍ରବଳ ବର୍ଷା ପାଇଁ ବରୀରେ ବହୁ କ୍ଷତି ହୋଇଛି। ଆସନ୍ତାକାଲି ଦିନ ୧୦ଟାରୁ ୧୧ଟା ଭିତରେ ଜଳସ୍ତର କମିପାରେ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୃଙ୍ଖଳା ରକ୍ଷା ପ୍ରଶାସନ ପାଇଁ ହେବ ଚ୍ୟାଲେଞ୍ଜ

ବରୀ,୨୩ା୨(ଡି.ଏନ.ଏ.): ଆସନ୍ତା ୨୪ ତାରିଖରେ ବରୀ ବ୍ଲକ୍‌ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା...

ଥୋରାସିସ୍‌ ଏନ୍ୟୁରିଜମ୍‌ର ବିରଳ ଅସ୍ତ୍ରୋପଚାର ଅତ୍ୟଧିକ ଧୂମ୍ରପାନ, ଉଚ୍ଚ ରକ୍ତଚାପ ରୋଗର କାରଣ: ବିଶେଷଜ୍ଞ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବିରଳ ଅସ୍ତ୍ରୋପଚାର ମାଧ୍ୟମରେ ଥୋରାସିସ୍‌ ଆଓର୍ଟା ଏନ୍ୟୁରିଜମ୍‌ ଓ କୋରୋନାରୀ ବ୍ଲକ୍‌ ସମସ୍ୟାର ଚିକିତ୍ସା କରାଯାଇଛି। ବିରଳ ଅସ୍ତ୍ରୋପଚାର କରାଯାଇ ଥୋରାସିସ୍‌ ଏନ୍ୟୁରିଜମ୍‌କୁ ବାହାର...

ହେଲମେଟ୍‌ ନ ପିନ୍ଧି ଗାଡି ଚଳାଇଲେ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ)-ଟ୍ରାଫିକ ନିୟମ କଡାକଡି ସତ୍ତ୍ୱେ ରାଜ୍ୟରେ ବଢି ଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ। ଏଥିରୁ ଅଧିକାଂଶ ମୃତ୍ୟୁ ବାଇକ ଆରୋହୀଙ୍କର ଘଟୁଛି। ସେଥିମଧ୍ୟରୁ ଅଧିକାଂଶ ହେଲମେଟ୍‌...

ଇ-ବିଧାନ କାର୍ଯ୍ୟକାରୀ ନେଇ ଅଧ୍ୟୟନ କରିବ ଗୃହ କମିଟି, ବାଚସ୍ପତିଙ୍କ ନେତୃତ୍ୱରେ ଗସ୍ତ କଲା ଦଳ

ଭୁବନେଶ୍ୱର,୨୦।୮(ବ୍ୟୁରୋ)- ଓଡ଼ିଶା ବିଧାନସଭା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ନେତୃତ୍ୱରେ କମ୍ପ୍ୟୁଟରୀକରଣ ସମ୍ପର୍କିତ ଗୃହ କମିଟି ଅଧ୍ୟୟନ ଗସ୍ତରେ ମଙ୍ଗଳବାର ହିମାଚଳ ପ୍ରଦେଶ ଯାତ୍ରା କରିଛନ୍ତି।...

ବୁଥ୍‌ ଜବରଦଖଲ ଅଭିଯୋଗ

ନୟାଗଡ଼ ଅଫିସ,୨୦ା୨: ନୟାଗଡ଼ ବ୍ଲକର ୪ ଜିଲା ପରିଷଦ ଜୋନର ୨୯ ପଞ୍ଚାୟତରେ ଭୋଟଗ୍ରହଣ ଚାଲିଛି। ଏହାର ହରିପୁରର ୧୨ ନଂ ବୁଥ୍‌ରେ ଜବରଦଖଲ କରାଯାଇ...

ସହରାଞ୍ଚଳରେ ଖୁବ୍‌ଶୀଘ୍ର ଇ-ବସ୍‌ ସେବା

ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରେ ‘ମୋ ବସ୍‌’ ସେବା ବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ୍‌) ସମ୍ପର୍କରେ ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସମୀକ୍ଷା କରିଛନ୍ତି।...

ଝାଟିମାଟି କୁଡ଼ିଆରେ ନିଷ୍ପେଷିତ ଜୀବନ

ଯାଜପୁର ଅଫିସ,୨୬ା୧୧:  ସମାଜରୁ ବାସନ୍ଦ ହୋଇ ଅକର୍ମଣ୍ୟ ଅବସ୍ଥାରେ ଅଭିଶପ୍ତ ଜୀବନ ବିତାଉଛନ୍ତି କୁଷ୍ଠରୋଗୀ। ସରକାରୀ ଉଦାସୀନତା ଯୋଗୁ ନିଷ୍ପେଷିତ ଜୀବନ ବିତାଉଥିବା ଏହି ମଣିଷମାନଙ୍କ...

ଜଗତ୍‌ସିଂହପୁର ବିକାଶ ପାଇଁ ୨୯ ପ୍ରକଳ୍ପ

ଜଗତ୍‌ସିଂହପୁର ଅଫିସ୍‌/ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଶୁକ୍ରବାର ଅପରାହ୍ନରେ ଜଗତ୍‌ସିଂହପୁର ଜିଲାରେ ୧୧ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ ୧୮ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର...

Advertisement
Archives

Model This Week