କ୍ଲାସରୁମ୍‌ରେ ପିଲାଙ୍କ ସହ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୧୨।୧୨(ଡି.ଏନ୍‌.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲା ଗସ୍ତ କରିଛନ୍ତି। ଏହି ଅବସରରେ ହିଞ୍ଜିଳିକାଟୁସ୍ଥିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ପହଞ୍ଚିଥିଲେ । ପରେ ନିଜ ନିିର୍ବାଚନ କ୍ଷେତ୍ରରେ ସ୍ମାର୍ଟ ସ୍କୁଲ ରୂପାନ୍ତରଣର ଅନୁଧ୍ୟାନ କରିଥିଲେ । ମୁଖ୍ୟମନ୍ତ୍ରୀ ସ୍ମାର୍ଟ କ୍ଲାସରେ ପିଲାମାନଙ୍କ ଗହଣରେ ବସିବା ସହିତ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଥିଲେ। ଜଣେ ଛାତ୍ର ମୁଖ୍ୟମନ୍ତ୍ରୀଙ୍କୁ ଏକ ଫଟୋଚିତ୍ର ଉପହାର ଦେଉଥିବା ଦେଖିବାକୁ ମିଳିଥିଲା । ସ୍କୁଲରେ ପ୍ରତିଷ୍ଠା ହୋଇଥିବା ଅତ୍ୟାଧୁନିକ ଲାବୋରେଟୋରୀ ଓ ଲାଇବ୍ରେରୀକୁ ବୁଲି ଦେଖିଥିଲେ। ସ୍କୁଲ ଭିଜିଟର୍ସ ବୁକ୍‌ରେ ନିଜର ବାର୍ତ୍ତା ମଧ୍ୟ ଦେଇଛନ୍ତି । ରାଜ୍ୟ ସରକାରଙ୍କ ୫ଟି ଯୋଜନାରେ ସ୍ବାସ୍ଥ୍ୟ ସେବା ସହ ଶିକ୍ଷା କ୍ଷେତ୍ରକୁ ଗୁରୁତ୍ୱ ଦେଇ ସରକାରୀ ସ୍କୁଲର ରୂପାନ୍ତରଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

IPL ୨୦୨୭ ପୂର୍ବରୁ CSKରେ ଲାଗିଲା ଜୋରଦାର ଝଟ୍‌କା: ୧୫ ବର୍ଷ ପରେ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ,୧୦।୧୦: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଟିମ୍‌ରେ ବଡ଼ ପରିବର୍ତ୍ତନ ଜାରି ରହିଛି। ଏହି ଫ୍ରାଞ୍ଚାଇଜ ନିଜର କିମ୍ବଦନ୍ତୀ ବ୍ୟାଟିଂ କୋଚ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?