Posted inଜାତୀୟ

ଜେୱର ବିମାନବନ୍ଦରରେ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିବେ ଯୋଗୀ ଆଦିତ୍ୟନାଥ, ଗୋଟିଏ ଦିନ ପରେ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୋଦି

ଲକ୍ଷ୍ନୌ,୨୩ ।୧୧: ଏସିଆର ସବୁଠାରୁ ବଡ ବିମାନ ବନ୍ଦର ଭାବେ ବିକଶିତ ହେବାକୁ ଯାଉଛି ନୋଏଡ଼ା ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ । ଏହାର ଶିଳାନ୍ୟାସ ନଭେମ୍ବର ୨୫ରେ କରାଯିବ । ଏହି ଶିଳାନ୍ୟାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରିବେ । ଏହାପୂର୍ବରୁ ଶିଳାନ୍ୟାସ କାର୍ଯ୍ୟକ୍ରମର ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିବାକୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଙ୍ଗଳବାର ସେଠାକୁ ଗସ୍ତ କରୁଛନ୍ତି । ପ୍ରଥମେ ମୁଖ୍ୟମନ୍ତ୍ରୀ ସେଠାରେ ଅଧିକାରୀଙ୍କ ସହ ବୈଠକ କରିବେ ଏହାପରେ ବିମାନବନ୍ଦରରେ ପ୍ରସ୍ତୁତି କାର୍ଯ୍ୟର ସମିକ୍ଷା କରିବେ । କାର୍ଯ୍ୟକ୍ରମକୁ ନେଇ ରୁଟ ପ୍ରସ୍ତୁତ କରାଯାଉଛି । ୨୫ ନଭେମ୍ବରରେ ଏଠାରେ ଆୟୋଜିତ ଶିଳାନ୍ୟାସ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟତୀତ ରାଜ୍ୟପାଳ ଆନନ୍ଦିବେନ ପଟେଲ, ରାଜ୍ୟ ସରକାରଙ୍କ କେତେଜଣ ମନ୍ତ୍ରୀ ଓ ଅନ୍ୟ ନେତାମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri