Posted inଜାତୀୟ

ଭାଜପାକୁ କାଉଣ୍ଟର ପାଇଁ ରାହୁଲ ଗାନ୍ଧୀଙ୍କୁ ଭାଷଣ ଲେଖିକରି ପଠାଉଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ, ସାଂଘାତିକ ଅଭିଯୋଗ ଆଣିଲେ…

ନୂଆଦିଲ୍ଲୀ,୫।୮: ଆଜିକାଲି ରାହୁଲ ଗାନ୍ଧୀଙ୍କ ଭାଷଣକୁ ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ବେଳେବେଳେ ସେ ଗୃହରେ ନିଜର ମତକୁ ଆକ୍ରମଣାତ୍ମକ ଓ ପ୍ରଭାବୀ ଢଙ୍ଗରେ ପ୍ରକାଶ କରୁଛନ୍ତି। ପୁଣି ବେଳେବେଳେ ସେ ନିଜର ସଂଳାପକୁ ବ୍ୟଙ୍ଗାତ୍ମକ ଭାବରେ ମଧ୍ୟ କହି ଆଲୋଚିତ ହେଉଛନ୍ତି। ଏସବୁ ମଧ୍ୟରେ ପ୍ରଶ୍ନ ଉଠୁଛି ଯେ ରାହୁଲ ଗାନ୍ଧୀଙ୍କ ଭାଷଣ କିଏ ଲେଖୁଛି?

ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଚକ୍ରବ୍ୟୁହ ଏବଂ ଅଭୟ ମୁଦ୍ରାଙ୍କ ଉପରେ ରାହୁଲ ଗାନ୍ଧୀଙ୍କ ଭାଷଣ ଏତେ ଲୋକପ୍ରିୟ ହୋଇଛି ଯେ ରାହୁଲ ଗାନ୍ଧୀଙ୍କ ଭାଷଣ କିଏ ପ୍ରସ୍ତୁତ କରୁଛି ତାକୁ ନେଇ ପ୍ରଶ୍ନ ଉଠୁଛି। ଏହାକୁ ନେଇ ସାମ୍ବାଦିକ ଆଦେଶ ରାୱଲ କହିଛନ୍ତି, ରାହୁଲ ଗାନ୍ଧୀଙ୍କ ଭାଷଣକୁ ତିନି ଜଣ ଲେଖୁଛନ୍ତି।

ତେବେ ଏହି ଭିଡିଓ ଭାଇରାଲ ହେବା ପରେ କମେଣ୍ଟ ସେକ୍ସନରେ ମଧ୍ୟ ରୋଚକ ମନ୍ତବ୍ୟ ଆସୁଥିବାର ଦେଖାଯାଇଛି। ଜଣେ ବ୍ୟକ୍ତି ଲେଖିଛନ୍ତି, ଯିଏ ରାହୁଲ ଗାନ୍ଧୀଙ୍କ ଭାଷଣ ଲେଖୁଛନ୍ତି ସେ ଭଲ ଲେଖୁଛନ୍ତି। ରାହୁଲ ଗାନ୍ଧୀଙ୍କ ଭାଷଣ ଶୁଣିବା ପରେ ଭାଜପା ଲାଲ୍‌ ପଡିଯାଉଛି। ଆଉଜଣେ ମଜାଳିଆ ଢଙ୍ଗରେ ଲେଖିଛନ୍ତି, ଯୋଗୀ ରାହୁଲ ଗାନ୍ଧୀଙ୍କୁ ଏକ ଲିଖିତ ଭାଷଣ ପଠାଉଛନ୍ତି । ଏବଂ ସେ ଖୁବ୍‌ଶୀଘ୍ର କଂଗ୍ରେସରେ ଯୋଗଦେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri