ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ମୁମ୍ବାଇ ଗସ୍ତ

ଭୁବନେଶ୍ବର,୧୩ା୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୩ ଦିନିଆ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ଆସନ୍ତା ୧୪ରେ ମୁମ୍ବାଇର ଏକ ଘରୋଇ ହୋଟେଲ୍‌ରେ ଆୟୋଜନ ହେବାକୁ ଥିବା ‘ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌’ରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏଥିରେ ଦେଶର ବିଶିଷ୍ଟ ଉଦ୍ୟୋଗପତିମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶାରେ ପୁଞ୍ଜିନିବେଶ କରିବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅନୁରୋଧ କରିବେ ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହେବାକୁ ଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭରେ ଦେଶର ବଡ଼ ବଡ଼ ଉଦ୍ୟୋଗୀଙ୍କ ସମେତ ବହୁ ନାମୀଦାମୀ ସଂସ୍ଥା ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ବିଭିନ୍ନ ସଂସ୍ଥା ରାଜ୍ୟ ସରକାରଙ୍କ ସହିତ ଚୁକ୍ତିପତ୍ର ସ୍ବାକ୍ଷରିତ କରିବେ। ଓଡ଼ିଶାରେ ଅଧିକରୁ ଅଧିକ ପୁଞ୍ଜିନିବେଶ କରାଇବା ଲାଗି ମୁଖ୍ୟମନ୍ତ୍ରୀ ପୁଞ୍ଜିପତିଙ୍କୁ ଡାକି ଏହି କନ୍‌କ୍ଲେଭ୍‌ରେ ଆଲୋଚନା କରୁଛନ୍ତି। ନବୀନ ଆସନ୍ତା ୧୫ରେ ଓଡ଼ିଶା ଫେରିବେ। ଏଥିରେ ଓଡ଼ିଶାର ବହୁ ସଚିବ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୩୧ ପରେ ବନ୍ଦ ହେବ ବିଏସ୍‌-୪ ଯାନ ବିକ୍ରି

କଟକ ଅଫିସ୍‌,୧୪।୨: ଭାରତ ଷ୍ଟେଜ୍‌(ବିଏସ୍‌) ୪ ଯାନଗୁଡ଼ିକ ଆସନ୍ତା ମାର୍ଚ୍ଚ ୩୧ ପରଠୁ ବିକ୍ରି କିମ୍ବା ପଞ୍ଜୀକରଣ ହୋଇପାରିବ ନାହିଁ। ଗୁରୁବାର ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ)...

ଅଧିକାରୀଙ୍କ ସହ ସଲାସୁତୁରା: ଚାଲିଛି ଟିକସ ଫାଙ୍କି ଖଣିଜ କାରବାର

ଭୁବନେଶ୍ୱର (ବ୍ୟୁରୋ)/ ଯୋଡ଼ା (ଡି.ଏନ.ଏ.), ୮ା୧୧: ୨୦୧୦-୧୧ରେ ଓଡ଼ିଶାର ଖଣି ଦୁର୍ନୀତି ସାରା ଦେଶରେ ବେଶ୍‌ ଚର୍ଚ୍ଚାର ବିଷୟ ପାଲଟିଥିଲା। ଏମ୍‌.ବି. ଶାହ କମିଶନ ଓ...

ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା: ସୁବର୍ଣ୍ଣରେଖାରେ ବଡ଼ ବନ୍ୟା

ଭୁବନେଶ୍ୱର,୨୨।୮(ବ୍ୟୁରୋ): ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ଭୟଙ୍କର ବନ୍ୟା ପରେ ଏବେ ଉତ୍ତର ଓଡ଼ିଶା ପାଇଁ ବିପଦ ସୃଷ୍ଟି ହୋଇଛି। ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଯୋଗୁ...

ଆନନ୍ଦପୁରରେ ୫ ପରୀକ୍ଷାକେନ୍ଦ୍ରରେ ୧୪୪ ଧାରା

ଆନନ୍ଦପୁର,୧୯। ୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ୫ ମାଟ୍ରିକ୍‌ ପରୀକ୍ଷାକେନ୍ଦ୍ରରେ ୧୪୪ ଧାରା ଲାଗୁ କରାଯାଇଛି। ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ର ଭାବେ ପରିଗଣିତ ଏହି...

ରେଭେନ୍‌ଶା ୨ୟ କ୍ୟାମ୍ପସକୁ ନେଇ ବିବାଦ

କଟକ ଅଫିସ,୩୦।୪: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବିରୋଧରେ ଉଠିଛି ସାଂଘାତିକ ଅଭିଯୋଗ। ନରାଜଠାରେ ନିର୍ମାଣ ଆରମ୍ଭ ହୋଇଥିବା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସରେ ବେଆଇନ ଭାବେ ପାଚେରି ନିର୍ମାଣ...

ଜନସେବା କେନ୍ଦ୍ର ଖୋଲିବାରେ ଅନିୟମିତତା ମାସକ ପରେ ତଦନ୍ତ ଆରମ୍ଭ, ୩ ଜଣଙ୍କ ବୟାନ ରେକର୍ଡ

ଛତ୍ରପୁର,୩୧ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଜନସେବା କେନ୍ଦ୍ର ଖୋଲିବା ପାଇଁ ମଞ୍ଜୁରୀ ଦେବାରେ ଅନିୟମିତତା ହୋଇଥିବା ପୂର୍ବରୁ ଜିଲାପାଳ ଓ ଅତିରିକ୍ତ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା ା...

ବେଆଇନ କ୍ରସର, ବଢୁଛି ପ୍ରଦୂଷଣ

କେନ୍ଦୁଝର,୧୪ା୯(ସ୍ବ.ପ୍ର.): ଖଣି ଲିଜ୍‌ ସୀମା ଭିତରେ ବା ଏହାଠାରୁ ୫ କିଲୋମିଟର ଦୂରରେ କୌଣସି କ୍ରସର ପ୍ରତିଷ୍ଠା ହୋଇପାରିବ ନାହିଁ ବୋଲି ସିଆ ବା ଷ୍ଟେଟ...

ରାଜ୍ୟରେ ୩,୬୩୬ ଜନଶୂନ୍ୟ ଗ୍ରାମ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜ୍ୟରେ ୩,୬୩୬ଟି ଜନଶୂନ୍ୟ ଗ୍ରାମ ତଥା ବସତି ରହିଛି। ଏହାମଧ୍ୟରୁ ଗଞ୍ଜାମ ଜିଲାରେ ସର୍ବାଧିକ ୪୧୨ଟି ମାନବଶୂନ୍ୟ ଗ୍ରାମ ରହିଛି। ଏହାତଳକୁ ବାଲେଶ୍ୱରରେ ୨୯୭,...

Advertisement
Archives

Model This Week